ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ଢେଙ୍କାନାଳରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଉ ୪୨ ମୁଣ୍ଡ ନେଲା କରୋନା; ଖୋର୍ଦ୍ଧା-ବରଗଡ଼ରୁ…

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮ ଜଣ ଥିବା ବେଳେ ବରଗଡ଼ରୁ ୫,...

୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ: ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ହେବେ ସମ୍ମାନିତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ପଲ୍ଲୀବାଣୀ ମିଶନ ପକ୍ଷରୁ ଅଗଷ୍ଟ ୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ ପ୍ରଦାନ କରାଯିବ। ନୂଆଦିଲ୍ଲୀର କନ୍‌ଷ୍ଟିଚ୍ୟୁଶନ କ୍ଲବର ସ୍ପିକର ହଲ୍‌ରେ ହେବାକୁ ଥିବା ଏହି...

ପୂର୍ବ ଯୋଜନାର ଫଳ ଏମିତି

ସହରାଞ୍ଚଳ ବିକାଶ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରତିବର୍ଷ ମାଳମାଳ ଯୋଜନା ଓ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଉଛି। ବିଶେଷକରି ସ୍ବାୟତ୍ତଶାସନ ଦିବସରେ...

ତୃତୀୟ ଲହର ଟାର୍ଗେଟରେ କରୋନା ଯୋଦ୍ଧା, ୧୦୦୦ରୁ ଅଧିକ ଡାକ୍ତର ଆକ୍ରାନ୍ତ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଥିବାବେଳେ ଏହା ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତୃତୀୟ ଲହର...

ସ୍ତ୍ରୀ ହତ୍ୟାକାରୀଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡ

ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ଅତିରିକ୍ତ ଜିଲା ଓ ଦୌରା ଜଜଙ୍କ କୋର୍ଟରେ ବୁଧବାର ଏକ ଯୌତୁକ ଜନିତ ସ୍ତ୍ରୀ ହତ୍ୟା ମାମଲାର ରାୟ ପ୍ରକାଶ...

ଗୁପ୍‌ଚୁପ୍‌ ବ୍ୟବସାୟୀଙ୍କ ମହାନତା: ୨୧ ହଜାର ଟଙ୍କା ଫେରାଇଦେଲେ

ଫୁଲନଖରା,୧।୮(ଡି.ଏନ.ଏ.): ଅର୍ଥସର୍ବସ୍ବ ସମାଜରେ ଜଣେ ଗୁପ୍‌ଚୁପ୍‌ ବ୍ୟବସାୟୀ ଜଣେ ମହିଳାଙ୍କ ୨୧ ହଜାର ଟଙ୍କା ଫେରସ୍ତ କରି ମହାନତା ଦେଖାଇଛନ୍ତି। ସେ ହେଲେ କଟକ ଜିଲା...

ଶଙ୍ଖ ଧରିଲେ ବହଳଦାର ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ମୟୂରଭଞ୍ଜ ଜିଲା ବହଳଦାର ପୂର୍ବତନ ବିଧାୟକ ଲକ୍ଷ୍ମଣ ସୋରେନ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଶତାଧିକ...

ଗ୍ୟାସ୍‌ ଟାଙ୍କି ବିସ୍ଫୋରଣରେ ଜଳିଗଲା ଦୋକାନ

ଜଳେଶ୍ୱର,୧୮।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ଜଳେଶ୍ୱର ନିକଟ ଲକ୍ଷ୍ମଣନାଥଠାରେ ବୁଧବାର ଏକ ଗ୍ରସରୀ ଦୋକାନରେ ଗ୍ୟାସ୍‌ ଟାଙ୍କି ବିସ୍ଫୋରଣ ଘଟିଥିଲା। ଏଥିରେ...

Advertisement
Archives

Model This Week