ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ ।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୯ କୁ ବୃଦ୍ଧି ପାଇଛି। କେବଳ ବରଗଡରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?