Posted inରାଜ୍ୟ

ଦିଲ୍ଲୀକୁ ଗଡିବ ଆଉ ୨ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ଓଡ଼ିଶାରୁ ନୂଆଦିଲ୍ଲୀକୁ ଗଡିବ ଆଉ ୨ଟି ସ୍ବତନ୍ତ୍ର ଟ୍ରେନ। ୧୭ ତାରିଖରୁ ଚାଲିବ ଭୁବନେଶ୍ୱର-ଆନନ୍ଦବିହାର ସ୍ପେଶାଲ ଟ୍ରେନ। ଏହି ଟ୍ରେନ ପ୍ରତି ଶନିବାର ଅପରାହ୍ନ ୧୨ଟା ୪୫ରେ ଭୁବନେଶ୍ୱର ଛାଡ଼ିବ। ୧୯ ତାରିଖରୁ ପ୍ରତି ସୋମବାର ସକାଳ ୭ଟା ୫ରେ ଆନନ୍ଦବିହାରରୁ ଛାଡିବ। ସେହିପରି ୨୧ରୁ ଦୂରନ୍ତ ଏକ୍ସପ୍ରେସ ପ୍ରତି ବୁଧବାର ସକାଳ ୭ଟା ୪୦ରେ ଭୁବନେଶ୍ୱର ଛାଡ଼ିବ। ୨୨ ତାରିଖରୁ ପ୍ରତି ଗୁରୁବାର ଅପରାହ୍ନ ୧୨ଟା ୫୫ରେ ନୂଆଦିଲ୍ଲୀରୁ ଛାଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରି ପଡ଼ିଲାଣି ସହ ସଂକ୍ରମଣ

ଭୁବନେଶ୍ୱର, ୨୮ା୭(ବ୍ୟୁରୋ):ରାଜ୍ୟରେ ଏବେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ହଜାର ତଳକୁ ରହିଛି। ହେଲେ ଆଶାଜନକ ଭାବେ ସଂକ୍ରମଣ ସଂଖ୍ୟା କମି ନାହିଁ। କିଛି ଜିଲାରେ...

ରାଜଧାନୀରେ ବେଆଇନ ମଣ୍ଡପ ସିଲ୍‌ ପ୍ରକ୍ରିୟା ଜାରି

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜଧାନୀରେ ବେଆଇନ ମଣ୍ଡପ ସିଲ ପ୍ରକ୍ରିୟା ଦ୍ୱିତୀୟ ଦିନରେ ପହଞ୍ଚିଛି। ମଙ୍ଗଳବାର ପ୍ରଥମେ ଏକାମ୍ର କଲେଜ ପାଖରେ ଥିବା ଗୋଖି ବାବା କଲ୍ୟାଣ ମଣ୍ଡପକୁ...

ଗର୍ଭବତୀଙ୍କୁ ଟିକା ଏବେ ନୁହେଁ

ଭୁବନେଶ୍ୱର,୩।୭: ରାଜ୍ୟର ଗର୍ଭବତୀ ମହିଳାଙ୍କୁ ବର୍ତ୍ତମାନ କରୋନା ଟିକା ଦିଆଯିବ ନାହିଁ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲାପାଳ, ମ୍ୟୁନିସିପାଲ କମିସନର ଏବଂ ସିଡିଏମ୍‌ଓଙ୍କୁ...

ରାଜ୍ୟର ୧୪ ସହରରେ କମିଛି ପ୍ରଦୂଷଣ: ଭୁବନେଶ୍ୱର, ବ୍ରହ୍ମପୁରରେ ସର୍ବାଧିକ ୬୦ ପ୍ରତିଶତ ହ୍ରାସ

ଭୁବନେଶ୍ୱର, ୩।୫(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ରାଜ୍ୟର ୧୪ ସହରରେ ଏବେ ବାୟୁ ପ୍ରଦୂଷଣ ମାତ୍ରା କମିଛି।...

ଅଗ୍ନିକାଣ୍ଡରେ ୧୨ ବଖରା ଭସ୍ମୀଭୂତ

ବ୍ରହ୍ମଗିରି, ୮ା୧୨(ଡି.ଏନ୍‌.ଏ.) ବ୍ରହ୍ମଗିରି ବ୍ଲକ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୨ ବଖରା ଭସ୍ମୀଭୂତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ,...

ମିଛ କହି କିଡ୍‌ନୀ ବିକିଦେଲେ ସ୍ବାମୀ

ମାଲକାନଗିରି,୨୫ା୮(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲାର ଜଣେ ମହିଳାଙ୍କ କିଡ୍‌ନୀକୁ ତାଙ୍କ ସ୍ବାମୀ ଛଳନା କରି ବିକ୍ରି କରିଦେଇଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ହେଲେ...

ରାଜଧାନୀରେ କରୋନା ସତର୍କତା: ସର୍ବସାଧାରଣସ୍ଥାନକୁ ସଂକ୍ରମଣ ମୁକ୍ତ କରିବାକୁ ବିଶୋଧକ ସ୍ପ୍ରେ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜଧାନୀରେ କରୋନା ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସର୍ବସାଧାରଣସ୍ଥାନକୁ ସଂକ୍ରମଣମୁକ୍ତ କରିବାକୁ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ବିଏମ୍‌ସିର ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱରର ବାପୁଜି...

ଦରବୃଦ୍ଧି ପ୍ରତିବାଦରେ ସବୁ ଜିଲାରେ ଆନ୍ଦୋଳନ ପ୍ରସ୍ତୁତି

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ଯୁବକଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ବିରୋଧରେ ସୋମବାର କଂଗ୍ରେସ...

Advertisement
Archives

Model This Week