ଶପଥ ନେଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ ଅଫିସ,୮ା୧୦: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ନୂଆ ସମ୍ମିଳନୀ କକ୍ଷରେ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଦୁଇ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି।

ପଞ୍ଜାବ ଓ ହରିୟାଣା ହାଇକୋର୍ଟରୁ ଜଷ୍ଟିସ ଯଶୋବନ୍ତ ସିଂହ ଓଡ଼ିଶା ହାଇକୋର୍ଟକୁ ବଦଳି ହୋଇଥିବା ବେଳେ କୋଲକାତା ହାଇକୋର୍ଟରୁ ଜଷ୍ଟିସ ଅରିନ୍ଦମ ସିହ୍ନା ଆସିଛନ୍ତି। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri