ପୌର ନିର୍ବାଚନ ଲାଗି ୨ ପର୍ଯ୍ୟବେକ୍ଷକ ନିଯୁକ୍ତ

ଛତ୍ରପୁର,୧୦ା୩(ଡି.ଏନ୍‌.ଏ.)  ପୌର ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ସରିଛି। ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ, ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ଓ ୧୬ଟି ଏନ୍‌ଏସିରେ ନିର୍ବାଚନ ପରିଚାଳନା ପାଇଁ ୨ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ବ୍ରହ୍ମପୁର ମହାନଗର ନିଗମ ନିର୍ବାଚନ ପାଇଁ ରାଜ୍ୟ ଅର୍ଥ ବିଭାଗର ଅତିରିକ୍ତ ସଚିବ ନୃସିଂହ ଚରଣ ସ୍ବାଇଁ ପର୍ଯ୍ୟବେକ୍ଷକ ଥିବାବେଳେ ତାଙ୍କ ମୋବାଇଲ ଫୋନ୍‌ ନମ୍ବର (୯୪୩୭୦୮୭୯୭୫) ଜାରି କରାଯାଇଛି ା ସେହିପରି ଜିଲାର ସମସ୍ତ ଏନ୍‌ଏସି ଓ ମ୍ୟୁନିସିପାଲିଟି ନିର୍ବାଚନ ପାଇଁ ରାଜସ୍ବ ବିଭାଗର ଅତିିରକ୍ତ କମିଶନର ବିଶ୍ୱନାଥ ସାହୁ ପର୍ଯ୍ୟବେକ୍ଷକ ଥିବାବେଳେ ତାଙ୍କ ମୋବାଇଲ ଫୋନ୍‌ ନମ୍ବର (୯୪୩୭୦୫୨୨୩୯) ଜାରି କରାଯାଇଛି ା ରାଜନୈତିକ ଦଳ, ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ଓ ସର୍ବସାଧାରଣ ଉକ୍ତ ନମ୍ବରରେ ଫୋନ୍‌ କରି ନିର୍ବାଚନ ସମ୍ପର୍କରେ ସେମାନଙ୍କ ଆପତ୍ତି ଅଭିଯୋଗ ଜଣାଇପାରିବେ ବୋଲି ସୂଚନା ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri