Posted inଖେଳ

ଟୋକିଓ ଅଲିମ୍ପିକ୍ସ: ୨ ଓଡ଼ିଆଙ୍କୁ ଟିକେଟ

ନୂଆଦିଲ୍ଲୀ,୧୮।୬: ଟୋକିଓ ଅଲମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଟିମ୍‌ର ୧୬ଜଣିଆ ସ୍କ୍ବାଡ୍‌ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ୨ ଓଡ଼ିଆ। ସେମାନେ ହେଲେ ବୀରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସ।

ଚଳିତ ଥର ଭାରତ ପାଇଁ ଅଲିମ୍ପିକ୍ସରେ ୧୦ ଖେଳାଳି ନିଜର ଡେବ୍ୟୁ କରିବେ। ବାକି ୬ ଖେଳାଳିଙ୍କ ମଧ୍ୟରେ ଗୋଲ କିପର ପିଆର ଶ୍ରୀଜେଶ, ଅଧିନାୟକ ମନପ୍ରୀତ ସିଂହ, ହରମନପ୍ରୀତ ସିଂହ, ରୁପିନ୍ଦରପାଲ ସିଂହ, ସୁରେନ୍ଦ୍ର କୁମାର ଓ ମଦଦୀପ ସିଂହ ପ୍ରମୁଖ ଅଭିଜ୍ଞ ଖେଳାଳି ଅଛନ୍ତି।

୨୦୧୬ରେ ଆଣ୍ଠୁ ଜନିତ ସମସ୍ୟା ଯୋଗୁ ବୀରେନ୍ଦ୍ର ଅଲିମ୍ପିକ୍ସ ଖେଳିପାରି ନ ଥିଲେ। ଏଥର ସେ ଡିଫେଣ୍ଡର ଭାବେ ଦଳକୁ କମ୍‌ବ୍ୟାକ୍‌ କରିଛନ୍ତି। ତାଙ୍କ ବ୍ୟତିତ ଅମିତ, ହାର୍ଦ୍ଦିକ ସିଂହ, ବିବେକ ସାଗର, ନୀଳକଣ୍ଠ ଶର୍ମା, ସୁମିତ,ଶଶମେର ସିଂହ, ଦୀଲପ୍ରୀତ ସିଂହ, ଗୁରଜନ୍ତ ସିଂହ ଓ ଲଳିତ କୁମାର ଉପାଧ୍ୟାୟ ନିଜ ନିଜର ପ୍ରଥମ ଅଲିମ୍ପିକ୍ସ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିନ୍ଧୁ ରନର୍ସ ଅପ୍‌

ବାସେଲ,୮ା୩(ପି.ଟି.)-ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ସୁଇସ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ହାରି ରନର୍ସ ଅପ୍‌ ହୋଇଛନ୍ତି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟିନୀ ସ୍ପେନର କାରୋଲିନା ମାରିନ୍‌ଙ୍କଠାରୁ...

ପଦାରେ ପଡ଼ିଲା ବୋଲିଂ ୟୁନିଟ୍‌ର ଦୁର୍ବଳତା

ଆବୁଧାବି,୧୮।୧୦: ଟି୨୦ ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ଓ୍ବାର୍ମଅପ ମ୍ୟାଚ୍‌ରେ ପଦାରେ ପଡ଼ିଛି ଟିମ୍‌ ଇଣ୍ଡିଆର ବୋଲିଂ ୟୁନିଟ୍‌ର ଦୁର୍ବଳତା। ଇଂଲଣ୍ଡ ବିପକ୍ଷ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ...

ହାମିଲଟନ ଜିତିଲେ କାନାଡିଆନ୍‌ ଗ୍ରାଁପ୍ରି

ମଣ୍ଟ୍ରିଲ, ୧୦ା୬ (ଏଏଫ୍‌ପି)-ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ କନାଡିଆନ୍‌ ଫର୍ମୁଲା ଓ୍ବାନ୍‌ ମୋଟର ରେସ୍‌ ଗ୍ରାଁ ପ୍ରି ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ୫...

ଭାରତୀୟ ଦଳର ଗୁମର ଖୋଲିଦେଲେ ଶାମି

ନୂଆଦିଲ୍ଲୀ,୨୬।୧: ଦକ୍ଷିଣ ଆଫ୍ରିକା ଗସ୍ତରେ ଟିମ ଇଣ୍ଡିଆର ପରାଜୟକୁ ନେଇ ବୋଲର୍‌ ମହମ୍ମଦ ସାମିଏକ ବଡ଼ ଖୁଲାସା କରିଛନ୍ତି। ବ୍ୟାଟ୍ସମ୍ୟାନ୍‌ଙ୍କ ଯୋଗୁ ଦଳ ଏହି ଗସ୍ତରେ...

ଇଣ୍ଡିଆନ ସୁପର୍‌ ଲିଗ୍‌: ଘରୋଇ ଗ୍ରାଉଣ୍ଡରେ ୨ୟ ବିଜୟ ଲକ୍ଷ୍ୟରେ ଓଡ଼ିଶା

ଭୁବନେଶ୍ୱର, ୬।୧ (ସ୍ପୋଟର୍‌ସ ବ୍ୟୁରୋ)- ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ର ୬ଷ୍ଠ ସଂସ୍କରଣର ଏକ ମୁକାବିଲାରେ ସୋମବାର ଘରୋଇ ଓଡ଼ିଶା ଏଫ୍‌ସି ୨ଥରର ଚାମ୍ପିୟନ ଚେନ୍ନାଇନ...

ଫେଡ୍‌ କପ୍‌: ଉଜବେକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୫।୩ (ପି.ଟି.)- ଫେଡ୍‌ କପ୍‌ ଟେନିସ ପ୍ରତିଯୋଗିତାରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଭାରତ ୨-୦ରେ ଉଜବେକିସ୍ତାନକୁ ପରାସ୍ତ କରିଛି। ଉଭୟ ମହିଳା ସିଙ୍ଗଲ୍ସ...

କ୍ୟାନ୍ସର ରୋଗୀଙ୍କ ପାଇଁ କାମ କରିବେ ଯୁବରାଜ

ଚଣ୍ଡିଗଡ, ୧୧।୬: ଭାରତୀୟ କ୍ରିକେଟ ଟିମର ଅଲରାଉଣ୍ଡର ଯୁବରାଜ ସିଂହ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୯ ବର୍ଷ ଧରି କ୍ରିକେଟ ଜଡିତ ଥିବା...

ଉଇକେଟ୍‌ ନେବା ପରେ ବୋଲର୍‌ କଲେ ଏମିତି କାମ, ଯାହା ପୂର୍ବରୁ କେବେ ଶୁଣି ନ ଥିବେ

ନୂଆଦିଲ୍ଲୀ,୨୮।୭: ରୋମାନିଆର  କ୍ରିକେଟର ପାଭେଲ ଫ୍ଲୋରିନ ପୁଣିଥରେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଅନନ୍ୟ ବୋଲିଂ ଆକ୍ସନ  ପାଇଁ ଫ୍ଲୋରିନ ଉଇକେଟ୍‌ ନେବା ପରେ...

Advertisement
Archives

Model This Week