ମୋଦୀଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ୨

ନୂଆଦିଲ୍ଲୀ,୭।୭: ମୋଦୀ କ୍ୟାବିନେଟର ବୁଧବାର ସମ୍ପ୍ରସାରଣ ହୋଇଛି। ଓଡ଼ିଶାର ୨ ଭାଜପା ନେତା କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଏମ୍‌ପି ବିଶ୍ୱେଶ୍ୱର ଟୁଡୁ ଓ ରାଜ୍ୟସଭା ଏମ୍‌ପି ଅଶ୍ୱିନୀ ବୈଷ୍ଣବ।

ବିଶ୍ୱେଶ୍ୱର ଟୁଡୁ ପ୍ରଥମ ଥର ପାଇଁ ୨୦୧୯ ସାଧାରଣ ନିର୍ବାଚନରେ ମୟୂରଭଞ୍ଜ ଆସନରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ସେହିପରି ଓଡ଼ିଶାର ଅଶ୍ୱିନୀ ଭାଜପା ଏବଂ ବିଜେଡିର ମିଳିତ ସମର୍ଥନରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri