ଡଙ୍ଗା ବୁଡି ଦୁଇଜଣ ନିଖୋଜ

ମାଲକାନଗିରି,୭।୬(ଡି.ଏନ୍‌.ଏ.): ମାଲକାନାଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡା ଘାଟିର ହ୍ୟାଣ୍ଡରହଲ ପଞ୍ଚାୟତ ସିନ୍ଦିଗୁଡା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛ। ନଦୀରେ ପାର ହେଉଥିବା ସମୟରେ ଡ଼ଙ୍ଗା ବୁଡି ଦୁଇଜଣ ନିଖୋଜ ହୋଇଛନ୍ତି। ପୋଲିସ ସୂଚନା ଅନୁସାରେ ରାସବେଡା ପଞ୍ଚାୟତର ତୁମାପଦର ଗ୍ରାମର ଦୁଇ ଜଣ ବ୍ୟକ୍ତି ଆନ୍ଧ୍ରପ୍ରଦେଶର ପଡ଼ାପଦର ଗ୍ରାମରୁ ଘରକୁ ଫେରୁଥିଲେ। ନଦୀ ପାର ହେଉଥିବା ସମୟରେ ଡ଼ଙ୍ଗା ବୁଡି ସେମାନେ ନିଖୋଜ ହୋଇଯାଇଛନ୍ତି।ନିଖୋଜ ବ୍ୟକ୍ତି ହେଉଛନ୍ତି ବଳରାମ କିଡିଙ୍ଗି ଓ ସଞ୍ଜିତ କିଡିଙ୍ଗି । ଖବର ପାଇ ମୁଦୁଲିପଡ଼ା ପୋଲିସ ଏବଂ ଅଗ୍ନି ବିଭାଗ ଟିମ ଘଟଣାସ୍ଥଳକୁ ଯାଇ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଦିନ ତମାମ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ । କିନ୍ତୁ କୌଣସି ସୁଫଳ ହେଲାନାହିଁ । ପୁଣି ଆଜି ଉଦ୍ଧାର କାର୍ଯ୍ୟ ଚାଲୁ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି।…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri