ମାଲବାହୀ ଟ୍ରେନ୍ ଧକ୍କାରେ ୨ ମୃତ, ୨ ଗୁରୁତର

ରାଉରକେଲା,୧୭ା୧୨: ମାଲବାହୀ ଟ୍ରେନ୍ ଧକ୍କାରେ ୨ ମୃତ ୨ ଗୁରୁତର। ଏଭଳି ଏକ ଦୁଃଖଦ ଦୁର୍ଘଟଣା ଘଟିଛି ରାଉରକେଲାର କଲୁଙ୍ଗା ରେଲୱେ ଫାଟକ ନିକଟରେ। ରେଲୱେ ଟ୍ରାକ୍ ପାର୍ ହେଉଥିବା ବେଳେ ଏକ ମାଲବାହୀ ଟ୍ରେନ୍ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଦୁଇଜଣ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟ ଗୁରୁତର ୨ ଯୁବକ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ମନର ବିଜୟରେ ଜଗତ ବିଜୟ ସମ୍ଭବ: ସକରାତ୍ମକ ତତ୍ତ୍ୱକୁ ସ୍ବାଗତ କରିବାକୁ ଆହ୍ବାନ

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବ୍ରହ୍ମାକୁମାରୀ ପ୍ରଭୁ ମିଳନ ଭବନ ପକ୍ଷରୁ ସ୍ଥାନୀୟ ପୁଞ୍ଜିକୟାଁ ଛକ ନନ୍ଦିଘୋଷ କଲ୍ୟାଣ ମଣ୍ଡପଠାରେ ଶାନ୍ତି ଶିବିର ପ୍ରବଚନ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

୨ ଛାତ୍ରବତ୍ସଳ ଶିକ୍ଷକଙ୍କ ଅବସର: ବିଦ୍ୟାଳୟ ପ୍ରତି ନିଷ୍ଠାକୁ ଭୂୟସୀ ପ୍ରଶଂସା

କେସିଙ୍ଗା,୧।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନୁର୍ଗତ ବାଲସି ଗ୍ରାମ ଅଧିନସ୍ଥ ଜବହାର ଉଚ୍ଚ ବିଦ୍ୟାପୀଠ-କର ଦୁଇଜଣ ଶିକ୍ଷକ ଚାକିରିରୁ ଅବସର ନେଇଛନ୍ତି। ଏହି ଉପଲକ୍ଷେ…

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri