ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ

ବାରିପଦା ଅଫିସ,୨୯ା୧୧-ମୟୂରଭଞ୍ଜ ଜିଲା ବଡ଼ସାହି ଓ ସଦରଥାନା ଅଞ୍ଚଳରେ ପୃଥକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶନିବାର ସନ୍ଧ୍ୟାରେ ମାଣତ୍ରୀ-ବେତନଟୀ ରାସ୍ତାର ଗୌଡ଼ଗାଁ ନିକଟରେ ଏକ ମାଲବାହୀ ଅଟୋ ଧକ୍କା ଦେବାରୁ ସଚ୍ଚିନ୍ଦ୍ର ନାୟକ(୫୬) ଗୁରୁତର ଆହତ ହୋଇଥିଲେ ା ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନା ପଠାଯାଇଥିଲେ ମଧ୍ୟ ସେଠାରେ ତାଙ୍କର ମୃୃତ୍ୟୁ ଘଟିଥିଲା। ସେ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଦେଉଳିଆ ଶାଖାର କ୍ୟାସିଅର ଭାବେ କାର୍ଯ୍ୟ କରୁଥିଲେ।
ସେହିପରି ରାତି ୧୦ଟାରେ ଶ୍ୱଶୁର ଓ ଜ୍ୱାଇଁ ନୂଆଡ଼ିହି ଗ୍ରାମକୁ ଫେରୁଥିବା ବେଳେ ସଦର ଥାନା ଅଧୀନ ଯତିପୁର ଗ୍ରାମ ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ସେମାନଙ୍କ ବାଇକ୍‌ ଧକ୍କା ହେବାରୁ ଜ୍ୱାଇଁ ବଙ୍କିମ ମହାନ୍ତ(୨୪)ଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri