Posted inଜାତୀୟ

କୋଠା ଭୁଶୁଡ଼ି ୨ ମୃତ

ନୂଆଦିଲ୍ଲୀ,୨୬୪: ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନଠାରେ ସୋମବାର ଅପରାହ୍ନରେ ଏକ ୩ ମହଲା ବିଲ୍ଡିଂ ଭୁଶୁଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ମାସେ ହେଲା ଉକ୍ତ ବିଲ୍ଡିଂର ମରାମତି କାମ ଚାଲିଥିଲା। ଶ୍ରମିକମାନେ କାର୍ଯ୍ୟରେ ନିୟୋଜିତ ଥିବାବେଳେ ଏହା ଭୁଶୁଡ଼ି ପଡିବାରୁ ଭଗ୍ନାବଶେଷ ତଳେ ୭ ଜଣ ଦୀର୍ଘ ସମୟ ଚାପି ହୋଇ ରହିଯାଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ହସ୍ପିଟାଲ ନିଆଯାଇଥିବାବେଳେ ସେଠାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ କହିଛି। ଉଦ୍ଧାର କାର୍ଯ୍ୟରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌) ଟିମ୍‌ ଓ ଅଗ୍ନିଶମ ବାହିନୀ ସାମିଲ ହୋଇଥିଲେ। କଂକ୍ରିଟ୍‌ ଉଠାଇବା ଲାଗି କ୍ରେନ୍‌ ନିୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ସରକାରୀ ଅଫିସରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୨୦।୩: ସିବିଆଇ ଶୁକ୍ରବାର ୧୫ ରାଜ୍ୟରେ ଥିବା ପାଖାପାଖି କେନ୍ଦ୍ର ସରକାରୀ କାର୍ଯ୍ୟାଳୟରେ ଅଚାନକ ଚଢ଼ାଉ କରିଛି। ଏହିସବୁ ଅଫିସ୍‌ରେ ଦୁର୍ନୀତି ସମ୍ଭାବନା ରହିଥିବା ଜଣେ...

ପଞ୍ଜାବରେ ୮ ଘଣ୍ଟିଆ ନାଇଟ୍‌ କର୍ଫ୍ୟୁ

ଚଣ୍ଡିଗଡ଼,୭।୪: ଦିଲ୍ଲୀ ପରେ ଏବେ ପଞ୍ଜାବରେ ନାଇଟ୍‌ କର୍ଫ୍ୟୁ ଜାରି ହୋଇଛି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ପଞ୍ଜାବ ସରକାରଙ୍କ ପକ୍ଷରୁ ରାଜ୍ୟରେ ୮ ଘଣ୍ଟିଆ...

ଅହମଦାବାଦ-ସୁରଟ ମେଟ୍ରୋ ପ୍ରୋଜେକ୍ଟର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୧୮ ।୧: ଗୁଜରାଟର ସୁରଟ ଓ ଅହମଦାବାଦ ସହର ପାଇଁ ସୋମବାର ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅର୍ଥାତ୍...

୪ ବର୍ଷ ଶିଶୁର କାନ୍ଦ ସହି ନ ପାରି ଜେଲ୍‌ରେ ବନ୍ଦ ଥିବା ମା’ ସହ ରାତିରେ ଭେଟ କରାଇଲେ ପ୍ରଶାସନ

ସାଗର,୩୦।୧: ମଧ୍ୟପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଲ୍‌ରେ ବନ୍ଦ ଥିବା ମା’କୁ ଦେଖିବା ପାଇଁ ୪ ବର୍ଷର ଶିଶୁ ରାତିରେ ରାହା ଧରି କାନ୍ଦିଥିଲା।...

ଟିକା ପରେ ଜୀବନ ହାରିଲେଣି ୧୦

ନୂଆଦିଲ୍ଲୀ, ୩୧ା୧: କରୋନା ଟିକା ନେବା ପରେ ବର୍ତ୍ତମାନ ସୁଦ୍ଧା ଦେଶରେ ପ୍ରାୟ ୧୦ ଜଣଙ୍କ ଜୀବନ ଗଲାଣି। ଭାକ୍ସିନ ନେବାର ୫ ଦିନ ମଧ୍ୟରେ...

ଅନ୍ଧବିଶ୍ୱାସ: ୮ ବର୍ଷରେ ଆସାମରେ ୧୦୭ ଜଣଙ୍କୁ କରାଯାଇଛି ହତ୍ୟା

ଗୁଆହାଟୀ,୧।୧୨: ଆସାମରେ ଗତ ୮ ବର୍ଷ ମଧ୍ୟରେ ୧୦୭ ଜଣଙ୍କୁ ଅନ୍ଧବିଶ୍ୱାସ ଯୋଗୁ ହତ୍ୟା କରାଯାଇଛି। ଏନେଇ ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରୀ ଚନ୍ଦ୍ର ମୋହନ...

ସାମ୍ବା ସେକ୍ଟର ନିକଟରେ ଠାବ ହେଲା ସୁଡଙ୍ଗ

ନୂଆଦିଲ୍ଲୀ,୨୨।୧୧-ଜମ୍ମୁ-କଶ୍ମୀର ସ୍ଥିତ ସାମ୍ବା ସେକ୍ଟର ନିକଟ ଅନ୍ତର୍ଜାତୀୟ ସମୀରେ ରବିବାର ଯବାନମାନେ ଏକ ସୁଡଙ୍ଗ ଠାବ କରିଛନ୍ତି। ଗତ ଗୁରୁବାର ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ଗୋଷ୍ଠୀର ୪...

ମାସ୍କ ନ ପିନ୍ଧିଲେ ୫ଶହ ଜରିମାନା

ନୂଆଦିଲ୍ଲୀ,୨୨।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ପୁଣି ଥରେ ବଢ଼ିବାରେ ଲାଗିଛି। କରୋନା ବିପଦକୁ ଦୃଷ୍ଟିରେ ରଖି ପୁଣି ଥରେ ରାଜ୍ୟ ସରକାର କୋଭିଡ ନିୟମକୁ...

Advertisement
Archives

Model This Week