Posted inଜାତୀୟ

ଗୋଟିଏ ରନ୍‌ଓ୍ବେରେ ଦୁଇଟି ବିମାନ, ଭିଡିଓ ଦେଖିଲେ…

ମୁମ୍ବାଇ,୯ା୬: ମୁମ୍ବାଇ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣାକୁ ରୋକାଯାଇଛି। ଇଣ୍ଡିଗୋ ଏ-୩୨୦ ଗୋଟିଏ ରନଓ୍ବେରୁ ଅବତରଣ କରୁଥିବାବେଳେ ଏକ ଏୟାର ଇଣ୍ଡିଆ ବିମାନ ସମାନ ରନଓ୍ବେରୁ ଉଡ଼ାଣ କରୁଥିଲା। ଏହି ଘଟଣାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଇଣ୍ଡିଗୋ ବିମାନଟି ଏୟାର ଇଣ୍ଡିଆ ବିମାନ ଉଡ଼ିବାର କିଛି ମିନିଟ୍‌ ପରେ ଅବତରଣ କରୁଥିବା ଦେଖିବାକୁ ମିଳିଛି।

 

ଖବର ଅନୁଯାୟୀ, ଏହି ଘଟଣା ଜୁନ୍‌ ୮ରେ ଘଟିଥିଲା ଯେତେବେଳେ ଇନ୍ଦୋରରୁ ଆସୁଥିବା ଇଣ୍ଡିଗୋ ବିମାନ ୬ଇ ୬୦୫୩ ମୁମ୍ବାଇ ବିମାନବନ୍ଦରର ଏଟିସିରୁ ଅବତରଣ କ୍ଲିୟରାନ୍ସ ପାଇଥିଲା। ଏଟିସି ନିର୍ଦ୍ଦେଶାବଳୀ ଫଲୋ କରି ପାଇଲଟ କମାଣ୍ଡ ଉଡ଼ାଣ ଏବଂ ଅବତରଣ ଜାରି ରଖିଥିଲେ। ଏହି ସମୟରେ ଡିଜିସିଏ ଏହି ଘଟଣାର ଅନୁସନ୍ଧାନ ବେଳେ କହିଛନ୍ତି ଯେ, ମୁମ୍ବାଇ ବିମାନବନ୍ଦରରେ ଘଟିଥିବା ଏହି ଘଟଣାରେ ସମ୍ପୃକ୍ତ ଥିବା ଏଟିସି କର୍ମଚାରୀଙ୍କୁ ଡିଜି ଇଣ୍ଡିଆ ନିଲମ୍ବନ କରିଛି। ଯେଉଁଠାରେ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଜାରି ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜି୍ୟକ ଏଲ୍‌ପିଜିର ଆଉ…

ପ୍ରତାପ ଜେନାଙ୍କ କ୍ୱାର୍ଟର୍ସ ଆଗରେ ହଙ୍ଗାମା: ଗିରଫ ହେଲେ ୨ ଯୁବଛାତ୍ର ନେତା

ଭୁବନେଶ୍ୱର,୨୧ା୩: ବିଜେଡି ନେତା ପ୍ରତାପ ଜେନାଙ୍କ କ୍ବାର୍ଟର୍ସ ଆଗରେ ହଙ୍ଗାମା କରିଥିବା ଘଟଣାରେ ୨ ଜଣଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ଦ୍ୱୟ ହେଲେ…

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri