ଫାଇନାଲ ମ୍ୟାଚ ପରଦିନ ହେବ ଟୁ ପ୍ଲସ ଟୁ ଆଲୋଚନା, ଭାରତ-ଅଷ୍ଟ୍ରେଲିଆର ମନ୍ତ୍ରୀ କରିବେ ରଣନୀତି ପ୍ରସ୍ତୁତି

ନୂଆଦିଲ୍ଲୀ,୧୮।୧୧: ଫାଇନାଲ ମ୍ୟାଚ ଦେଖିବା ଭାରତ ଆସୁଛନ୍ତି ଅଷ୍ଟ୍ରେଲିଆର ଉପ ପ୍ରଧାନମନ୍ତ୍ରୀ ଓ ପ୍ରତିରକ୍ଷା ତଥା ବିଦେଶ ମନ୍ତ୍ରୀ। ଉପ ପ୍ରଧାମନ୍ତ୍ରୀ- ରକ୍ଷା ମନ୍ତ୍ରୀ ରିଚାର୍ଡ ମାଲେସ ଓ ବିଦେଶ ମନ୍ତ୍ରୀ ପେନି ଓ୍ବଙ୍ଗ ଦୁଇ ଦିନିଆ ଗସ୍ତରେ ଭାରତ ଆସୁଛନ୍ତି। ଏହି ସମୟରେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ବିଦେଶ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ ସେମାନେ ଟୁ ପ୍ଲସ ଟୁ ମନ୍ତ୍ରୀସ୍ତରୀୟ ଆଲୋଚନା କରିବେ।
ଟୁ ପ୍ଲସ ଟୁ ଆଲୋଚନା ପୂର୍ବରୁ ଦୁଇ ଦେଶର ମନ୍ତ୍ରୀ ଦ୍ୱିପାକ୍ଷୀୟ ବୈଠକ ମଧ୍ୟ କରିବେ। ପୂର୍ବରୁ ୨୦୨୧ ସେପ୍ଟେମ୍ବରରେ ଦୁଇ ଦେଶ ମଧ୍ୟରେ ଟୁ ପ୍ଲସ ଟୁ ମନ୍ତ୍ରୀସ୍ତରୀୟ ଆଲୋଚନା ହୋଇଥିଲା। ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବାକୁ ଯାଉଛି। ଏହି ଗସ୍ତ ସମୟରେ ମନ୍ତ୍ରୀ ମାଲେସ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ବନାମ ଅଷ୍ଟ୍ରେଲିଆ ମ୍ୟାଚ ମଧ୍ୟ ଦେଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ୫ ରଣନୀତି: BJPକୁ ୨୦୨୯ ପର୍ଯ୍ୟନ୍ତ ଚାପରେ ରଖିବାକୁ ରଚୁଛନ୍ତି ଚକ୍ରବ୍ୟୂହ! ପରଦା ପଛରେ ଚାଲିଛି…

ନୂଆଦିଲ୍ଲୀ, ୨୭॥୭: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ NEET ପ୍ରଶ୍ନପତ୍ର ଲିକ୍‌-୨୦୨୬ ପ୍ରସଙ୍ଗରେ ନରେନ୍ଦ୍ର ମୋଦି ସରକାରଙ୍କୁ ରାଜନୈତିକ ଭାବେ ଘେରିବାକୁ ପ୍ରସ୍ତୁତି ଚଳାଇଥିବା କୁହାଯାଉଛି।…

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ଜଣାପଡିଲା ଭାଜପାର ଭିତିରି ଗେମ୍‌: ଇସ୍ତଫା ଦେବା ପରେ ଧର୍ମେନ୍ଦ୍ରଙ୍କୁ ମିଳିବ ଏହି ବଡ଼ ଦାୟିତ୍ୱ! ଓଡ଼ିଶାରେ…

ନୂଆଦିଲ୍ଲୀ, ୨୭॥୭: ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ତାଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ପ୍ରହ୍ଲାଦ ଜୋଶୀଙ୍କୁ ଦେଶର ନୂତନ ଶିକ୍ଷାମନ୍ତ୍ରୀ ଭାବେ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri