କନ୍ଧରା ଜଙ୍ଗଲରୁ ୨ଶିକାରୀ ଗିରଫ

ଢେଙ୍କାନାଳ ଅଫିସ, ୨୪।୧: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ କନ୍ଧରା ସଂରକ୍ଷିତ ଜଙ୍ଗଲ ଅନ୍ତର୍ଗତ କମ୍ପାର୍ଟମେଣ୍ଟ ନଂ.୮ରୁ ରବିବାର ଭୋର୍‌ ସମୟରେ ୨ ଶିକାରୀଙ୍କୁ ବନ କର୍ମଚାରୀ ଗିରଫ କରିଛନ୍ତି। ସେମାନେ ହେଲେ ରାସୋଳ ଥାନା ମୁଣ୍ଡିଆପଶି ଗ୍ରାମର ରୋହିତ ଭୋଇ (୩୫) ଏବଂ ମୁନା ଭୋଇ (୨୮)। ସେମାନଙ୍କ ନିକଟରୁ ୨ କେ.ଜି. ଜିଆଇ ତାର, ବାଉଁଶ ଖିଲ, ୧୮ କାଚ ବୋତଲ, ୬ ମିଟର ସର୍ଭିସ୍‌ ତାର ଏବଂ ଗୋଟିଏ ପ୍ଲାଷ୍ଟିକ୍‌ ବ୍ୟାଗ୍‌ ଜବତ କରାଯାଇଥିବା ଏସିଏଫ୍‌ ରଶ୍ମିରଞ୍ଜନ ସ୍ବାଇଁ ସୂଚନା ଦେଇଛନ୍ତି।
କନ୍ଧରା ସଂରକ୍ଷିତ ଜଙ୍ଗଲରେ କଲରାପତିରିଆ ବାଘ ସଂଖ୍ୟା ବଢୁଛି। ଏହାକୁ ସାତକୋଶିଆ ବ୍ୟାଘ୍ର କରିଡରରେ ସାମିଲ କରିବାକୁ ଲାଗି ଯୋଜନା କରାଯାଉଛି। ଏଭଳି ସମୟରେ ସଂରକ୍ଷିତ ଜଙ୍ଗଲରେ ଶିକାରୀ ସକ୍ରିୟ ହେବା ବାଘଙ୍କ ପାଇଁ ବିପଦ ବୋଲି ବନ୍ୟପ୍ରାଣୀ ବିଶେଷଜ୍ଞମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଷ୍ଠୀ ଭିକ୍ଷା, କର୍ମକର୍ତ୍ତା ମନୋନୟନ

ଢେଙ୍କାନାଳ ଅଫିସ,୨୦।୨ ଢେଙ୍କାନାଳ ଜିଲା ମହିମାଗାଦି ଯୋରନ୍ଦାରେ ୧୦୫ ବର୍ଷ ତଳେ ସିଦ୍ଧ ବଡ଼ କୃପାସିନ୍ଧୁ ବାବାଙ୍କ ଦ୍ୱାରା ପ୍ରତିଷ୍ଠିତ କୌପୀନଧାରୀ ମହିମା ସମାଜର ପ୍ରସିଦ୍ଧ...

ବିଭାଗ ଉପରେ ବର୍ଷିଲେ ଚାଷୀ

ରାସୋଳ, ୧୮।୧(ଡି.ଏନ.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ସାପୁଆ ଡ୍ୟାମ ନିକଟରେ ଶୁକ୍ରବାର ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି...

ଆଇଜିଆଇଟି କଲେଜରେ ଛାତ୍ର ଅଶାନ୍ତି; ବି-ଟେକ୍‌ ଛାତ୍ରଙ୍କୁ ମାଡ଼ ଅଭିଯୋଗ

ପରଜଙ୍ଗ, ୧୮।୧୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ଇନ୍ଦିରା ଗାନ୍ଧୀ ବୈଷୟିକ ଅନୁଷ୍ଠାନ (ଆଇଜିଆଇଟି)ରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଶନିବାର ଘଟିଥିବା ସାମାନ୍ୟ ଗଣ୍ଡଗୋଳ ରବିବାର...

ବେଆଇନ ପଥର ଖାଦାନରେ ଚଢ଼ାଉ

ଢେଙ୍କାନାଳ ଅଫିସ,୯।୨: ବେଆଇନ ପଥର ଖାଦାନ ଉପରେ ଚଢ଼ାଉ ଜୋରଦାର କରିଛି ଢେଙ୍କାନାଳ ଜିଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌। ଜିଲାପାଳ ସରୋଜ କୁମାର ସେଠୀଙ୍କ ନେତୃତ୍ୱରେ ସଦର...

ଜରୁରୀ ହେଲେ କପିଳାସ ଆସିବ ଅସୁସ୍ଥ ହାତୀ

ଢେଙ୍କାନାଳ ଅଫିସ, ୧୯।୧ – ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇପଡ଼ିଥିବା ଆନୁମାନିକ ୬ବର୍ଷର ଏକ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଦୁର୍ନୀତି

ଢେଙ୍କାନାଳ ଅଫିସ,୧୭।୧: ଢେଙ୍କାନାଳ ସଦର ବ୍ଲକ ଚାଉଳିଆ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ହୋଇଥିବା ପ୍ରକଳ୍ପ କାର୍ଯ୍ୟରେ ମହାଦୁର୍ନୀତି...

୩ ଚୋରା ମୁଗୁନି ପଥର ହାଇୱା ଜବତ: ୧ଲକ୍ଷ ୯୦ହଜାର ଜରିିମାନା ଆଦାୟ

ପରଜଙ୍ଗ,୩୧।୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ରାଜସ୍ବ ବିଭାଗ ରବିବାର ବାରିହାପୁରଠାରେ ଚଢ଼ାଉ କରି ୩ ମୁଗୁନି ପଥର ହାଇୱା ଜବତ କରିଛି। ଏହା ପରଜଙ୍ଗ ବ୍ଲକ...

ବନ୍ଦ କାର୍‌ରେ ଶିଶୁକନ୍ୟାକୁ ଛାଡ଼ି ପଳାଇଲେ ମା’ବାପା, ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର କଲେ ଲୋକେ

ଢେଙ୍କାନାଳ ଅଫିସ,୩।୧୨: ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମଧ୍ୟାହ୍ନ ସମୟରେ ଏକ ଧଳା କାର୍‌ ଭିତରେ ଦେଢ଼ ବର୍ଷର...

Advertisement
Archives

Model This Week