ଖାମେନେଇଙ୍କ ୨ ସମ୍ଭାବ୍ୟ ଉତ୍ତରାଧିକାରୀ ନିହତ: ଟ୍ରମ୍ପ୍‌

ତେହରାନ୍‌, ୩ା୩: ଆମେରିକା ଓ ଇସ୍ରାଏଲ୍‌ର ମିଳିତ ଆକ୍ରମଣରେ ଶନିବାର ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ନିହତ ହୋଇଥିଲେ। ଏଥିସହିତ ସୁପ୍ରିମ ଲିଡରଙ୍କ ଉତ୍ତରାଧିକାରୀ ହେବାର ସମ୍ଭାବନା ଥିବା ୨ ନେତାଙ୍କର ମଧ୍ୟ ଆକ୍ରମଣରେ ମୃତ୍ୟୁ ଘଟିଥିବା ଆମେରିକା ଚିହ୍ନଟ କରିଛି ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଫଳରେ ଇସ୍‌ଲାମିକ୍‌ ରିପବ୍ଲିକ୍‌ର ପରବର୍ତ୍ତୀ ନେତୃତ୍ୱ କିଏ ନେବେ ସ୍ପଷ୍ଟ ଚିତ୍ର ଜଣାପଡ଼ୁନାହିଁ। ଆମେରିକାର ଚ୍ୟାନେଲ୍‌ ଏବିସି ନ୍ୟୁଜ୍‌ର ମୁଖ୍ୟ ଓ୍ବାଶିଂଟନ ଖବରଦାତା ଜୋନାଥନ କାନର୍ଲଙ୍କୁ ରବିବାର ରାତିରେ ଟେଲିଫୋନ୍‌ ଯୋଗେ ସାକ୍ଷାତ୍‌କାର ଦେଇ ଟ୍ରମ୍ପ୍‌ ଏହା କହିଛନ୍ତି। ଆକ୍ରମଣ ଏତେ ସଫଳ ଥିଲା ଯେ, ଏହା ଅଧିକାଂଶ ପ୍ରାର୍ଥୀଙ୍କୁ ମାଡ଼ କରିଥିଲା। ଖାମେନେଇଙ୍କ ପରେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଥିବା ନେତା ନିହତ ହୋଇଥିବା ଟ୍ରମ୍ପ୍‌ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ଭୈରବୀ ଯାତ୍ରାରେ ଖେଳିଗଲା ଚାଞ୍ଚ୍ଯଯ: ଯୁବକଙ୍କୁ ନିର୍ମମ ହତ୍ୟା

କୋରାପୁଟ, ୩।୩(ଅମିତାଭ ବେହେରା): କୋରାପୁଟ- ସୁନାବେଡା ୨୬ ନଂ ଜାତୀୟ ରାଜପଥର ଦୁରୁଗୁଡା ନିକଟରେ ଥିବା ମା’ ଭୈରବୀ ଠାକୁରାଣୀ ହାଲପ ଯାତ୍ରାରେ ଏକ ହତ୍ୟାକାଣ୍ଡ ଘଟିଯାଇଛି।…

‘ପାକିସ୍ତାନ ସହିତ ଆଉ ଏକ ଯୁଦ୍ଧ ପାଇଁ ଭାରତ ପ୍ରସ୍ତୁତ ହେଉଛି’: ଅପରେଶନ ସିନ୍ଦୂର ୨ ପୂର୍ବରୁ ଥରିଲେ ଜର୍ଦ୍ଦାରୀ

ଇସଲାମାବାଦ,୩।୩: ଭାରତ ପାକିସ୍ତାନ ଉପରେ ଆଉ ଏକ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି। ଅପରେଶନ ସିନ୍ଦୂରରେ ଏକ ବଡ଼ ପରାଜୟ ବରଣ କରିଥିବା ପାକିସ୍ତାନ ରାଷ୍ଟ୍ରପତି ଆସିଫ…

ବଢିଲା ଯୁଦ୍ଧର ପରିସର, ଆମେରିକା ଦୂତାବାସ ଉପରେ ଡ୍ରୋନ ଆକ୍ରମଣ

ରିୟାଦ,୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ବଢ଼ିବାରେ ଲାଗିଛି। ସଦ୍ୟତମ ରିପୋର୍ଟ ଅନୁଯାୟୀ, ରିୟାଦରେ ଥିବା ଆମେରିକୀୟ ଦୂତାବାସ ଉପରେ ଡ୍ରୋନ ଆକ୍ରମଣ ନିଆଁ…

ବର୍ଷା ଯୋଗୁ ଯଦି ଭାରତ-ଇଂଲଣ୍ଡ ଟି-୨୦ ବିଶ୍ୱକପ ସେମିଫାଇନାଲ ବାତିଲ ହୁଏ, ତେବେ କିଏ ଯିବ ଫାଇନାଲକୁ? ଜାଣନ୍ତୁ କ’ଣ କହୁଛି ICC ନିୟମ

ନୂଆଦିଲ୍ଲୀ,୩।୩: ଭାରତ ଏବଂ ଇଂଲଣ୍ଡ ମାର୍ଚ୍ଚ ୫ରେ T20 ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ମୁମ୍ବାଇର ଐତିହାସିକ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବାକୁ…

ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି

ଭୁବନେଶ୍ୱର,୩।୩: ଇରାନ- ଆମେରିକା ଯୁଦ୍ଧ ନେଇ ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି ହୋଇଛି। ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା…

ସେମିଫାଇନାଲରେ ଭାରତ ଖେଳ ବିଗାଡ଼ି ପାରନ୍ତି ଏହି ୫ ଇଂଲଣ୍ଡ ଖେଳାଳି

ମୁମ୍ବାଇ,୩।୩: ୨୦୨୬ ଟି୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଭାରତ ଦୁଇଥର ଚାମ୍ପିଅନ ଇଂଲଣ୍ଡକୁ ଭେଟିବ। ଏହି ଟୁର୍ନାମେଣ୍ଟରେ ଇଂଲଣ୍ଡ ଅନେକ…

ହାସିସ୍‌ ତେଲ ଜବତ ପରେ ଚିତଲପଡ଼ା ଟାପୁରୁ ଶତାଧିକ କଡ଼କନାଥ, ଟର୍କି କୁକୁଡ଼ା ଉଭାନ

ନନ୍ଦପୁର,୩।୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଓ ପାଡୁଆ ପୋଲିସର ମିଳିତ ଚଢ଼ାଉରେ ନନ୍ଦପୁର ବ୍ଲକ ପରଜାବଡପଡ଼ା ପଞ୍ଚାୟତ ଜଳଘେରିରେ ଥିବା ଚିତଲପଡ଼ା ଟାପୁରେ ୧୮୦୦ ଲିଟର ଗଞ୍ଜେଇ…

ସୁଡ଼ଙ୍ଗରେ ଭରି ରହିଛି ଇରାନର ବିପୁଳ ଯୁଦ୍ଧାସ୍ତ୍ର

ତେହରାନ୍‌,୩ା୩: ଇରାନ ଗପ୍ତରେ ଏହାର ଭୂତଳ ଅସ୍ତ୍ର ଭଣ୍ଡାର ଏବଂ ସୁଡ଼ଙ୍ଗରେ ବିପୁଳ ଅସ୍ତ୍ରଶସ୍ତ୍ର ମହଜୁଦ ରଖିଛି। ସୋମବାର ଇରାନ ସେନା(ଆଇଆର୍‌ଜିସି) ପକ୍ଷରୁ ଏହାର ଏକ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri