ଦୁଇ ଗର୍ଭବତୀଙ୍କୁ କୁମ୍ଭୀର ଭରା ନଦୀରେ ଭାର କରି ବୋହି ଆଣିଲେ ପରିବାର ଲୋକେ

ରାଜନଗର,୩୦ା୭(ଭାସ୍କର ରାତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପାଣି ଘେରରେ ଥିବା ବନ୍ଧପଡ଼ା ପଞ୍ଚାୟତର ଚକିବାଙ୍କ ଗ୍ରାମର ପ୍ରସନ୍ନ କୁମାର ରାଉତଙ୍କ ସ୍ତ୍ରୀ ସଂଘମିତ୍ରା ରାଉତ ଗର୍ଭଯନ୍ତ୍ରଣା ପାଇବାରୁ ଲୋକେ ଟ୍ରଲି ସାହାଯ୍ୟରେ ଭରା କୁମ୍ଭୀର ଥିବା ପାଣିରେ ବୋହି ନେଉଛନ୍ତି।
ସେହିପରି ଏହି ପଞ୍ଚାୟତ ଅନ୍ତର୍ଗତ ପାଣିଘେରରେ ଥିବା ତଥା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଥିବା ଶଙ୍କଣାତୈଳା ଗ୍ରାମର ପ୍ରଭାତ ରାଉତଙ୍କ ସ୍ତ୍ରୀ ରୀତାଞ୍ଜଳି ରାଉତ ମଧ୍ୟ ଗର୍ଭ ଯନ୍ତ୍ରଣା ପାଇବାରୁ ତାଙ୍କୁ ଟ୍ରଲିରେ ବୋହି ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ରଶ୍ମୀ ମହାନ୍ତି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ବ୍ରାହ୍ମଣୀ ନଦୀରେ ଦ୍ୱିତୀୟ ଥର ବନ୍ୟା ଆସିବାରୁ ରାଜନଗର ବ୍ଲକର ୫ଟି ପଞ୍ଚାୟତର ୧୫ ଗାଁ ଏବେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଥିବାବେଳେ ବଉଳା କୁମ୍ଭୀର ପାଣିରେ ଚଳପ୍ରଚଳ କରୁଛନ୍ତି। ଏଭଳି ବିପଦପୂର୍ଣ୍ଣ ଭାବେ ଗର୍ଭବତୀଙ୍କୁ ପାଣି ଭିତରେ ଭାର କରିନେବା କେତେ ସୁରକ୍ଷିତ ତାହା ଏବେ ସଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରଙ୍କ ଉପରେ ଶନି-ରାହୁଙ୍କ ଛାୟା! ୨୮ ଅଗଷ୍ଟରୁ ୪ ରାଶିଙ୍କ ପାଇଁ ବଢ଼ିପାରେ ଅସୁବିଧା, ଲାଗିବ ବଡ଼ ଝଟକା…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରଗ୍ରହଣକୁ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସମ୍ବେଦନଶୀଳ ଏବଂ ଜ୍ୟୋତିଷ ଦୃଷ୍ଟିରୁ ପ୍ରଭାବଶାଳୀ ଘଟଣା ଭାବରେ ବିବେଚନା କରାଯାଏ । ୨୦୨୬ ମସିହାର ଶେଷ ଚନ୍ଦ୍ରଗ୍ରହଣ…

ନିଶାମୁକ୍ତ ଯୁବସମାଜ

ଆଜିକାଲିର ଯୁବପିଢ଼ି ନିଶାଦ୍ରବ୍ୟକୁ ନିତ୍ୟବ୍ୟବହାର୍ଯ୍ୟ ଦ୍ରବ୍ୟ କରିସାରିଲେଣି। ଗ୍ଲୋବାଲ ୟୁଥ୍‌ ଟୋବାକୋ ସର୍ଭେ (ଜିୱାଇଟିଏସ୍‌) ୨୦୧୯ ଅନୁଯାୟୀ, ସାରା ଦେଶରେ ୧୩ରୁ ୧୫ ବର୍ଷ ବୟସର ୮.୫…

ବସ୍ତାନିରୁ ସ୍କୁଲ ବ୍ୟାଗ: ଭାରରୁ ବିଚାର ପର୍ଯ୍ୟନ୍ତ

ପିଲାବେଳେ କାନ୍ଧରେ ବସ୍ତାନି ପକେଇ ସ୍କୁଲ ଗଲାବେଳର ସ୍ମୃତି ନିଆରା। ଆଜିର ସ୍କୁଲ ବ୍ୟାଗକୁ ଦେଖିଲେ ଲାଗେ, ସେହି ବସ୍ତାନିର ସରଳତା ଓ ସ୍ନେହ ଏବେ ମଧ୍ୟ…

ପ୍ରତିବାଦରେ ବାଧା

ଚଳିତ ସପ୍ତାହରେ ଦିଲ୍ଲୀ ହାଇକୋର୍ଟରେ ଏକ ଅଦ୍ଭୁତ ବିତର୍କ ଦେଖିବାକୁ ମିଳିଥିଲା। ସରକାରଙ୍କୁ ପଚରାଯାଇଥିଲା, ପ୍ରତିବାଦ ପାଇଁ ଯନ୍ତରମନ୍ତର ଅଞ୍ଚଳକୁ ବ୍ୟବହାର କରିବାକୁ କାହିଁକି ବନ୍ଦ କରାଯାଉନାହିଁ।…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri