ସନ୍ଦେହ ଘେରରେ ଦୁଇ ରୁଷିଆ ପର୍ଯ୍ୟଟକଙ୍କ ମୃତ୍ୟୁ: ପୋଲିସର ତନାଘନା

ରାୟଗଡ଼ା,୨୭।୧୨(ସ୍ବ.ପ୍ର.): ରାୟଗଡ଼ା ସହରରେ ଥିବା ଏକ ହୋଟେଲ୍‌ରୁ ୨ ଜଣ ରୁଷ୍‌ ପର୍ଯ୍ୟଟକଙ୍କ ସନ୍ଦେହଜନକ ଭାବେ ମୃତଦେହ ଜବତ ହୋଇଥିଲା। ଏହି ଘଟଣାକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି।
୨୨ ତାରିଖ ଭ୍ଲାଦିମର ବିଦାନୋଭ ଓ ୨୪ରେ ଆଣ୍ଟୋଭ ପାଭେଲଙ୍କ ମୃତ୍ୟୁ ହୋଇଥିଲା। ପାଭେଲ ରୁଷ୍‌ର ଜଣେ ପୂର୍ବତନ ଏମ୍‌ପି ବୋଲି ଜଣାପଡ଼ିଛି।
ଅପରପକ୍ଷରେ, ସେମାନଙ୍କ ସହିତ ଆସିଥିବା ଆଉ ଦୁଇଜଣ ପର୍ଯ୍ୟଟକ ତୁରୋଭ ମିଖାଇଲ ଓ ପାନାସେଙ୍କୋ ନତାଲିଆ ମଙ୍ଗଳବାର ଭୁବନେଶ୍ୱର ଫେରିଯାଇଛନ୍ତି। ପୋଲିସ ସେମାନଙ୍କୁ ଅତି ସୁରକ୍ଷା ଭିତରେ ରାୟଗଡ଼ା ପାରି କରାଇଛି। ଏଭଳି କି ତାଙ୍କର ଗାଇଡ୍‌ ଜିତେନ୍ଦ୍ର ସିଂଙ୍କ ପାଟି ମଧ୍ୟ ବନ୍ଦ କରି ଦେଇଥିଲେ। ଯେପରି କି ଜିତେନ୍ଦ୍ର ସିଂଙ୍କୁ କିଛି କହିବାକୁ ପୋଲିସ ପୂରା ମନା କରିଦେଇଛି। ପୋଲିସ ମଧ୍ୟ କିଛି ମତାମତ ଦେଇନାହିଁ। ଫଳରେ ମୃତ୍ୟୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ମାତ୍ର ହୋଟେଲ ମ୍ୟାନେଜର କହିଛନ୍ତି ଯେ, ଦୁଇ ମୃତକଙ୍କୁ ଅନ୍ୟ କେହି ଭେଟି ନ ଥିଲେ। ସେମାନଙ୍କ ଭାଷା ମଧ୍ୟ ଆମେ କେହି ଜାଣି ନାହୁଁ। ଏଣେ ତୁରୋଭ ମିଖାଇଲ ମଧ୍ୟ ରୁଷିଆ ଭାଷା ଛଡ଼ା ଅନ୍ୟ କୌଣସି ଭାଷା ଜାଣି ନ ଥିବା କହି କିଛି କହିବା ପାଇଁ ମନା କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ

ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ…

ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ବିବାଦ: ପୋଲିସ ଉପସ୍ଥିତିରେ ଦଖଲ କଲା ବ୍ଲକ ପ୍ରଶାସନ, ପଞ୍ଚାୟତକୁ ହସ୍ତାନ୍ତର କରାଗଲା ଚାବି

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ରଘୁନାଥ ମନ୍ଦିର ନିକଟରେ ନବ ନିର୍ମିତ କଲ୍ୟାଣ ମଣ୍ଡପ ଦଖଲକୁ ନେଇ ଦୀର୍ଘ ବର୍ଷ…

ନୈନାରାଣୀ ଓଏଭି ବ୍ଲକ ଟପ୍ପର: ଚାରିଆଡୁ ଶୁଭେଚ୍ଛା

କର୍ଲାମୁଣ୍ଡା,୨୦/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା କର୍ଲାମୁଣ୍ଡା ବ୍ଲକ ରେଗଡାସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ଛାତ୍ରୀ ନୈନାରାଣୀ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri