Posted inଜାତୀୟ

ବିହାରରେ ହିଂସା: ମହାବୀର ଶୋଭାଯାତ୍ରା ସମୟରେ ଦୁଇ ପକ୍ଷଙ୍କ ମଧ୍ୟରେ ସଂଘର୍ଷ, ୪ ପୋଲିସକର୍ମୀଙ୍କ ସମେତ ଅନେକେ ଆହତ

ବଗହା(ପଶ୍ଚିମ ଚମ୍ପାରନ),୨୨।୮: ନାଗ ପଞ୍ଚମୀ ଅବସରରେ ସୋମବାର ମଧ୍ୟାହ୍ନରେ ମହାବୀର ଶୋଭାଯାତ୍ରାକୁ ବନ୍ଦ କରିବାକୁ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ଓ ପଥରମାଡ ହୋଇଛି। ଏଥିରେ ୪ ପୋଲିସ କର୍ମୀଙ୍କ ସମେତ ଏକ ଡଜନରୁ ଅଧିକ ଲୋକ ଆହତ ହୋଇଛନ୍ତି। ସସ୍ତଙ୍କର ଚକିତ୍ସା ଚାଲିଥିବା ବେଳେ ଜଣେ ଗୁରୁତର ଥିବା ଜଣାପଡିଛି।
ଡିଏମ ଦୀନେଶ କୁମାର ରାୟଙ୍କ ନେତୃତ୍ୱରେ ଏକ ଟିମ ଘଟଣାସ୍ଥଳରେ କ୍ୟାମ୍ପ କରୁଛନ୍ତି। ପରିସ୍ଥିତି ନିୟନ୍ତ୍ରଣରେ ଅଛି ବୋଲି ଡିଏମ କହିଛନ୍ତି। ଅପରାଧୀଙ୍କୁ ଚିହ୍ନଟ କରିବା ପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଦାୟିତ୍ୱରେ ଥିବା ଏସପି ଅଶୋକ ଚୌଧୁରୀ (ପୋଲିସ ମୁଖ୍ୟାଳୟର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ) କହିଛନ୍ତି ଯେ ରତନମାଲାର ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ବହୁ ସଂଖ୍ୟକ ପୋଲିସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?