ରାମ ମନ୍ଦିର ନିର୍ମାଣ ପାଇଁ ଟଙ୍କା ଦାନ କଲେ ୨ ଭଉଣୀ

କୋକସରା,୧୧।୨: ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ପାଇଁ ହୁଣ୍ଡିରେ ରଖିଥିବା ସଞ୍ଚିତ ଟଙ୍କା ଦାନ କରିଛନ୍ତି ୨ କୁନି ଭଉଣୀ। ସେମାନେ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଲା ପଞ୍ଚାୟତ ବଡ଼କେନ୍ଦୁଗୁଡ଼ା ଗ୍ରାମର ଆଦିତ୍ୟ ପଣ୍ଡାଙ୍କ ୨ ଝିଅ ଅନ୍ବେଷାଶ୍ରୀଷ୍ଟି ପଣ୍ଡା(୧୦) ଓ ଐଶାନୀଶ୍ରୀକ୍ତି ପଣ୍ଡା (୩)। ୨ ଭଉଣୀ ୧ ବର୍ଷରୁ ଉର୍ଦ୍ଧ୍ୱ ହେଲା ହୁଣ୍ଡିରେ ସଞ୍ଚୟ କରିଥିବା ୫ହଜାର ୬ଶହ ୪୧ ଟଙ୍କା ମନ୍ଦିର ନିର୍ମାଣ ନେଇ ଦାନ କରିଛନ୍ତି। ଗୁରୁବାର ନିଧି ସଂଗ୍ରହ ପାଇଁ ଜୟପୁରରୁ ଆସିଥିବା ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର କର୍ମକର୍ତ୍ତା ତଥା ସରସ୍ବତୀ ଶିଶୁ ମନ୍ଦିର କଳାହାଣ୍ଡି ବିଭାଗ ନିରୀକ୍ଷକ ଯୀତେନ୍ଦ୍ର କୁମାର ପଣ୍ଡା, ଆମପାଣି ଶିଶୁ ମନ୍ଦିର ପ୍ରଧାନ ଆଚାର୍ଯ୍ୟ କେଦାର ନାଏକ, ଆଚାର୍ଯ୍ୟ ଗିରିଧାରୀ ବେମାଲ, ଶିଶୁ ମନ୍ଦିର ପରିଚାଳନା କମିଟି ସଦସ୍ୟ ଜିତେନ୍ଦ୍ର ପଣ୍ଡାଙ୍କୁ ଏହି ଟଙ୍କା ଦାନ କରାଯାଇଛି। ୨ କୁନି ଭଉଣୀଙ୍କ ଏଭଳି ବଦାନ୍ୟତା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂଅର୍ଜନ ଅଧିକାରୀଙ୍କୁ ଝାଡ଼ୁମାଡ଼

ନୟାଗଡ଼ ଅଫିସ,୨୯।୯: ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପ ପାଇଁ ଅଧିଗ୍ରହଣ ହୋଇଥିବା ଜମି ବାବଦ ଅର୍ଥ ପ୍ରଦାନ ପାଇଁ ଲାଞ୍ଚ ମାଗିବା ଓ ମହିଳାଙ୍କୁ ଅସଦାଚରଣ କରିବା...

ଶ୍ମଶାନ ଜମି ଜବରଦଖଲକୁ ନେଇ ଉତ୍ତେଜନା: ପାଚେରି ଭାଙ୍ଗି ପଥର ନେଇଗଲେ ଗ୍ରାମବାସୀ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨ା୬- ନୟାଗଡ଼ ଜିଲା ରଣପୁର ବ୍ଲକ ରାଜସୁନାଖଳା ଫାଣ୍ଡି ଅନ୍ତର୍ଗତ ରମାବିଲ ଗାଁରେ ଶ୍ମଶାନ ଜମିକୁ କେନ୍ଦ୍ର କରି ଶନିବାର ଉତ୍ତେଜନା ଦେଖାଦେଇଥିଲା।...

‘ମୋ ସରକାର’କୁ ମାନୁନାହାନ୍ତି

ଢେଙ୍କାନାଳ ଅଫିସ, ୨୦।୩:‘ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ଗଣତନ୍ତ୍ରରେ ପ୍ରତିଟି ଅନୁଷ୍ଠାନ ଲୋକଙ୍କ କଲ୍ୟାଣ ପାଇଁ, ଲୋକଙ୍କ ପଇସାରେ ଲୋକଙ୍କ ସେବା ଏବଂ ସଶକ୍ତୀକରଣ ପାଇଁ...

ଭୁଶୁଡ଼ିବାର ଅଢେଇ ବର୍ଷ ବିତିଲା: ତିଆରି ହେଲାନି ପାର୍ବତୀ ସାଗର ପାଚେରି

ପୁରୀ ଅଫିସ,୧୦।୭: ଶ୍ରୀକ୍ଷେତ୍ରରେ ଅନେକ ତୀର୍ଥ ପୁଷ୍କରିଣୀ ରହିଛି। ହେଲେ ଏସବୁର ରକ୍ଷଣାବେକ୍ଷଣ ଦିଗରେ ଉପଯୁକ୍ତ ଧ୍ୟାନ ଦିଆଯାଉ ନାହିଁ। ଫଳରେ ଦିନକୁ ଦିନ ଏକାଧିକ...

୬ ଆନ୍ତଃଜିଲା ଡକାୟତ ଗିରଫ

ବାଲିଗୁଡା,୧୦ା୧୦.(ଡି.ଏନ.ଏ.) – କନ୍ଧମାଳ ଜିଲା ବାଲିଗୁଡା ଥାନା କଞ୍ଜାଲଗୁ ଘାଟିରେ ବାଲିଗୁଡା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି। ୬ମାସ ଧରି...

ରାଜପଥ ବିପଦସଙ୍କୁଳ, ରାସ୍ତାରୋକୋ

ଢେଙ୍କାନାଳ ଅଫିସ,୩।୧୨ କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ଢେଙ୍କାନାଳ ସହରସ୍ଥିତ ୧ନଂ ୱାର୍ଡ ଆନନ୍ଦନଗରଠାରୁ କଲେଜ ବାଇପାସ ଓ ମହିଷାପାଟଠାରୁ କଣ୍ଟାନାଳୀ ବାଇପାସ ପର୍ଯ୍ୟନ୍ତ ରାସ୍ତା...

ସରପଞ୍ଚଙ୍କ ନିଷ୍ପତ୍ତିକୁ ମାନିଲାନି ପ୍ରଶାସନ: ଜିଲାପାଳ କ୍ଷମତା ଫେରାଇନେବାକୁ କହିଲେ ସରପଞ୍ଚ

ଟିକିରି,୨୨ା୫:ପ୍ରତ୍ୟେକ ପଞ୍ଚାୟତରେ କରୋନା ସଂକ୍ରମଣକୁ ରୋକିବା ଏବଂ ସରପଞ୍ଚମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ଏହି...

୩୫୦ ଲୋକଙ୍କୁ ଗୋଟିଏ ନଳକୂପ

ଦଶମନ୍ତପୁର,୭।୧ ( ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡା ପଞ୍ଚାୟତର ପାଇକପୁକି ଗ୍ରାମର ହରିଜନ ସାହିରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସାହିବାସିନ୍ଦା...

Advertisement
Archives

Model This Week