ନଦୀକୁ ଡେଇଁଲେ ଦୁଇ ଭଉଣୀ

ଗୁଡଭେଲା,୧୫।୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ସହର ସ୍ଥିତ ତେଲ ନଦୀ ଗର୍ଭକୁ ଦୁଇ ଜଣ ଯୁବତୀ ଡେଇଁ ପଡିଥିବା ସୂଚନା ମିଳିଛି। ଉଭୟ ସମ୍ପର୍କରେ ଦୁଇ ଭଉଣୀ ଏବଂ ଗୁଡଭେଲା ଅଞ୍ଚଳର ଜଣେ ବ୍ୟବସାୟୀଙ୍କ ଝିଅ ହୋଇଥିବା ଜଣାପଡିଛି। ଘଟଣା ସ୍ଥଳରେ ତୁଷୁରା ଥାନାଧିକାରୀ ଯଶୋବନ୍ତ ପ୍ରଧାନ ଉପସ୍ଥିତ ରହି ଦମକଳ ବାହିନୀ ସାହାଯ୍ୟରେ ସମ୍ପୃକ୍ତ ଦୁଇ ଯୁବତୀକୁ ଖୋଜିବାରେ ଲାଗିଛନ୍ତି। ତେବେ ବ୍ରିଜ୍‌ ଉପରେ ସ୍କୁଟି ଏବଂ ୨ ହଳ ଚପଳ ଥୁଆ ହୋଇଛି। ତେବେ କେଉଁ କାରଣରୁ ଦୁହେଁ ଏମିତି ପଦକ୍ଷେପ ନେଲେ ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲ ଛକରୁ ଗୋଡ଼େଇ ଗୋଡ଼େଇ ହାଣିଲେ

ଲୋଇସିଂହା,୧।୫(ଡିି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହାରେ ଶନିବାର ବିଳମ୍ବିତ ରାତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ...

ନୀଳକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ସଇଁତଲା, ୨୩।୧ (ଡି.ଏନ୍‌.ଏ.)-  ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ସଦର ପଁଚେତ୍‌ ଅଧୀନ କର୍ଲାବାହାଲି ଗଁାର ନୀଳ ନାଏକ(୬୦)। ସେ ଆଏଜ୍‌କେ ୨୫ ବଛର ହେଲା...

ପୋଲିସ ଡିଜିଙ୍କ ଖବରଦାତା ସମ୍ମିଳନୀକୁ ବର୍ଜନ

ବଲାଙ୍ଗୀର ଅଫିସ,୭।୮: ବଲାଙ୍ଗୀର ଜିଲା ଗସ୍ତରେ ଶନିବାର ପୋଲିସ ଡିଜି ଅଭୟ ଆସିଛନ୍ତି। ଏ ନେଇ ପୂର୍ବାହ୍ନ ୧୧ଟା ୧୫ରେ ମନୋହରପୁର ରିଜର୍ଭ ପୋଲିସ କାର୍ଯ୍ୟାଳୟରେ...

ଭଉଣୀ ଆଗରେ ୮ବର୍ଷର ଭାଇଙ୍କୁ ହାଣି ହତ୍ୟା

କଣ୍ଟାବାଞ୍ଜି,୨୦ା୫: ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ପଣ୍ଡରେନ ଗାଁର ଜଣେ ନାବାଳକଙ୍କୁ ସେହି ଗାଁର ଜଣେ ବ୍ୟକ୍ତି ଗୁରୁବାର ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି।...

ବଲାଙ୍ଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ

ବଲାଙ୍ଗୀର ଅଫିସ,୪ା୮: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱାଧୀନ ଏକ  ଟିମ୍‌ ବୁଧବାର ବଲାଙ୍ଗୀର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଛନ୍ତି...

କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଟିଟିଲାଗଡ଼, ୮।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡସ୍ଥିତ ରାଏମନ ଫାଉଣ୍ଡେସନ ପକ୍ଷରୁ ଟିଟିଲାଗଡ ବ୍ଲକ ଶଗଡଘାଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗର କୁଷ୍ଠାଶ୍ରମର ୧୩୦ ଜଣ ଅନ୍ତେବାସୀଙ୍କୁ...

ଶ୍ରମ କାର୍ଡ କରାଇବା ନାଁରେ ଅର୍ଥ ଶୋଷଣ

ବଲାଙ୍ଗୀର ଅଫିସ, ୬ା୧୦ ବଲାଙ୍ଗୀର ଜିଲାରେ ଦାଦନ ଶ୍ରମିକଙ୍କ ଶୋଷଣ ଓ ନିର୍ଯାତନା ନୂଆକଥା ନୁହେଁ ା ଏବେ ଦାଦନ ଶ୍ରମିକଙ୍କୁ ଶ୍ରମକାର୍ଡ କରାଇଦେବା ନାଁରେ...

ନିଶାସକ୍ତ ହୋଇ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ

କଣ୍ଟାବାଞ୍ଜିି, ୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ଖଗସା ଗାଁର ଜଣେ ବ୍ୟକ୍ତି ତା’ଙ୍କ ବୃଦ୍ଧା କାକି ଓ ଭାଇକୁ ଗତ ୧୪ ତାରିଖରେ ମରଣାନ୍ତକ...

Advertisement
Archives

Model This Week