ଏକାବେଳେ ଦୁଇ ଭଉଣୀଙ୍କୁ କରିଦେଲେ ଗର୍ଭବତୀ

କଳିଙ୍ଗନଗର,୧୦।୫(ଶୁଭାଶିଷ ରାଉତ):  ଯାଜପୁର ଜିଲା କଳିଙ୍ଗନଗର ଥାନା ଅଞ୍ଚଳର ୨ ନାବାଳିକା ଭଉଣୀଙ୍କୁ ଦୁଇ ସାଙ୍ଗ ବିବାହ ପ୍ରଲୋଭନ ଦେଖାଇ ଗର୍ଭବତୀ କରିଥିବା ଅଭିଯୋଗ ପରେ ପୋଲିସ ୨ ସାଙ୍ଗଙ୍କୁ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲହାଜତକୁ ପଠାଇ ଦିଆଯାଇଛି। ସେମାନେ ହେଲେ ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା କଣ୍ଟାପାଳ ଗ୍ରାମର ପପୁ ଲୋହାର(୨୩) ଓ ସୁହାଗିନାଳି ଗ୍ରାମର ସଞ୍ଜୟ ପୂର୍ତ୍ତି (୨୩)। ଦୁଇ ୧୬ ବର୍ଷୀୟା ନାବାଳିକା ସମ୍ପର୍କରେ ମାଉସୀ ଓ ମାମୁ ଝିଏ ଭଉଣୀ। ସେମାନେ ୨୨ା୦୧ା୨୦୨୬ରେ ଘରୁ ପଳାଇଥିଲେ। ଏନେଇ ନାବାଳିକାଙ୍କ ପରିବାର ଝିଅ ନିଖୋଜ ଥିବା ଥାନାରେ ଅଭିଯୋଗ କରିଥିଲେ। ନାବାଳିକାଦ୍ୱୟ ପୁରୁଷ ବନ୍ଧୁଙ୍କ ସହ କେନ୍ଦୁଝର ଅଞ୍ଚଳରେ ୬ ମାସ ଧରି ରହିଥିଲେ। ପୋଲିସ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିବା ସହ ନାବାଳିକାଙ୍କୁ ଉଦ୍ଧାର କରିଥିଲା। ଏନେଇ ଥାନାରେ ନଂ.୧୭/୨୬ରେ ମାମଲା ରୁଜୁ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?