ଦୁଇ ଭଉଣୀଙ୍କୁ ମାସ୍କ ପିନ୍ଧିବାକୁ କହିଲେ ସୁରକ୍ଷାକର୍ମୀ, ତା’ପରେ ଘଟିଲା ଏମିତି

ଚିକାଗୋ,୨୯।୧୦:ଆମେରିକାର ଚିକାଗୋରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଭଉଣୀଙ୍କୁ ମାସ୍କ ପିନ୍ଧିବାକୁ ସୁରକ୍ଷାକର୍ମୀ କହିବାରୁ ଦୁହେଁ ଛୁରି ସାହାଯ୍ୟରେ ୨୭ ଥର ତାଙ୍କ ଉପରେ ଆକ୍ରମଣ କରିଥିଲେ। ପୋଲିସ ଉଭୟ ଭଉଣୀ ଜେସିକା ଏବଂ ଜୟଲା ହିଲକୁ ଘଟଣାସ୍ଥଳରୁ ଗିରଫ କରଛି। ଆହତ ସୁରକ୍ଷା କର୍ମୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଯାଇଛି। ତାଙ୍କ ଅବସ୍ଥା ଏବେ ବି ଗୁରୁତର ରହିଛି। ପୋଲିସ ମୁଖପାତ୍ର କ୍ୟାରି ଜେମ୍ସ କହିଛନ୍ତି ଯେ ୩୨ ବର୍ଷିୟ ସୁରକ୍ଷା କର୍ମୀ ଜଣଙ୍କ ଜେସିକା ହିଲ ଏବଂ ତାଙ୍କ ଭଉଣୀଙ୍କୁ ମାସ୍କ ପିନ୍ଧିବା ପାଇଁ କହିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜେସିକା ତାଙ୍କ ପକେଟରୁ ଛୁରି ବାହାର କରି ସୁରକ୍ଷା କର୍ମୀଙ୍କ ଉପରେ ଆକ୍ରମଣ କରିଥିଲେ ଏବଂ ସେହି ସମୟରେ ଜୟଲା ତାଙ୍କ କେଶକୁ ଜାବୁଡି ଧରିଥିଲେ। ଉଭୟଙ୍କର ବାୟପୋଲାର ଡିସ୍‌ଅର୍ଡର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରୋନ୍‌ରେ ସହରର ସମସ୍ତଙ୍କ ପାଇଁ ପହଞ୍ଚିଲା ଆଇସ୍‌କ୍ରିମ୍‌-ବିୟର…

ତେଲ୍‌ ଅଭିବ୍‌,୧୨।୧୦: ଇସ୍ରାଏଲ୍‌ ଡ୍ରୋନ୍‌ରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାରେ ଏକ ଇତିହାସ ସୃଷ୍ଟି କରିଛି। ତେଲ୍‌ ଅଭିବ୍‌ ସହରରେ ସମସ୍ତଙ୍କ ପାଇଁ ଡ୍ରୋନ୍‌ରେ ଆଇସ୍‌କ୍ରିମ୍‌-ବିୟର ପହଞ୍ଚିଛି।...

ବିନା ସର୍ତ୍ତରେ ଉତ୍ତର କୋରିଆ ସହ କଥା ହେବାକୁ ଆମେରିକା ପ୍ରସ୍ତୁତ

ଓ୍ବାଶିଂଟନ,୨୪ା୧୦: ଉତ୍ତର କୋରିଆ ପାଇଁ ଆମେରିକାର ସ୍ବତନ୍ତ୍ର ପ୍ରତିନିଧି ସୁଙ୍ଗ କିମ୍‌ କହିଛନ୍ତି, ପୂର୍ବ ନିର୍ଦ୍ଧାରିତ ସର୍ତ୍ତ ବିନା ଆମେରିକା ଉତ୍ତର କୋରିଆ ସହ ଆଲୋଚନା...

ୟୁକ୍ରେନ୍‌ ସଙ୍କଟ: କ୍ୱିଭ୍‌ରୁ ଉଠିଲା କର୍ଫ୍ୟୁ

କ୍ୱିଭ୍‌,୨୮।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ୟୁକ୍ରେନ ସରକାର ରାଜଧାନୀ କ୍ୱିଭ୍‌ରୁ ସପ୍ତାହାନ୍ତ କର୍ଫ୍ୟୁ...

ଏଇ ଫୁର୍‌ସତରେ

ଦିନଥିଲା ମଣିଷ ଟିକେ ଅବସର ସମୟ ପାଇଁ ତରସି ଯାଉଥିଲା। କାମର ଚାପରେ ଅନ୍ତର୍ନିହିତ ଇଚ୍ଛାସବୁ ଦବି ରହି ଯାଉଥିଲା। ହେଲେ ଏବେ ଏହି ମହାମାରୀ...

ଯୋଗାସନ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର...

ପାକିସ୍ତାନରେ ଥିବା ହିଙ୍ଗଲାଜ ମନ୍ଦିରରେ ପୂଜା କରନ୍ତି ମୁସଲମାନ୍‌ ଶ୍ରଦ୍ଧାଳୁ

ବଲୁଚିସ୍ତାନ,୨୭।୨: ପୃଥିବୀର ବିଭିନ୍ନ ସ୍ଥାନରେ ସମ୍ପ୍ରଦାୟ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ରହିଥିବାବେଳେ ପାକିସ୍ତାନରେ ଥିବା ମାତା ହିଙ୍ଗଲାଜଙ୍କ ମନ୍ଦିର ଏକ ନିଆରା ଉଦାହରଣ ସୃଷ୍ଟି...

ଜୈଶ୍‌ ଓ ଲଶ୍କର ଶିବିର ଉପରେ ଆମେରିକା ଡ୍ରୋନ୍‌ର ନଜର

ଓ୍ବାଶିଂଟନ,୧୪।୭: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନରେ ଥିବା ଜୈଶ୍‌-ଇ-ମହମ୍ମଦ୍‌ ତଥା ଲଶ୍କର-ଇ-ତୋଏବା ଆଦି ଆତଙ୍କବାଦୀ ସଂଗଠନ ସେମାନଙ୍କର ଶିବିରକୁ ସ୍ଥାନାନ୍ତର କରିଥିଲେ। ଏସବୁ ଶିବିର...

ଭାରତର ଏହି ସହରରେ ୫୨ ସେକେଣ୍ଡ୍‌ ପାଇଁ ସବୁକିଛି ବନ୍ଦ ହୋଇଯାଏ, କାରଣ ଜାଣିଲେ…

ଦୁନିଆର ପ୍ରତ୍ୟେକ ଦେଶର ନିଜସ୍ବ ଜାତୀୟ ସଙ୍ଗୀତ ରହିଛି। ସେହିଭଳି ‘ଜନଗଣ ମନ’ ହେଉଛି ଆମ ଦେଶ ଭାରତର ଜାତୀୟ ସଙ୍ଗୀତ। ଯେତେବେଳେ ଜାତୀୟ ସଙ୍ଗୀତ...

Advertisement
Archives

Model This Week