Advertisement

ପାରିବାରିକ କଳହର କରୁଣ ପରିଣତି: ବାପାଙ୍କୁ ମାରି ଶ୍ମଶାନରେ ଫିଙ୍ଗିଦେଲେ ଦୁଇ ପୁଅ-ମା’

ଖଲ୍ଲିକୋଟ,୯ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ତୋଟାଗାଁରେ ପାରିବାରିକ କଳହରୁ ବାପାକୁ ମାରିଦେଇଛନ୍ତି ଦୁଇ ପୁଅ ଆଉ ମା’।
ଘଟଣାରୁ ପ୍ରକାଶ, ମଙ୍ଗଳବାର ବିଳମ୍ବିତ ରାତିରେ ତୋଟାଗାଁ ଶ୍ମଶାନରେ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡ଼ିଥିବା ଖବର ପାଇ ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚିତ୍ଲା। ମୃତକ ଜଣକ ତୋଟାଗାଁର ସୂର୍ଯ୍ୟ ପାହାନ ବୋଲି ଜାଣିବା ପରେ ପୋଲିସ ଦୁଇ ପୁଅ ଓ ସ୍ତ୍ରୀଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ୧୫ ବର୍ଷର ଅତ୍ୟାଚାର ସହି ନ ପାରି ଏପରି ହତ୍ୟାକାଣ୍ଡ ଘଟାଇ ଥିବା ପୁଅ ପ୍ରକାଶ କରିଥିଲେ। ବୁଧବାର ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ଅଧିକ ଅନୁସନ୍ଧାନ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ଶିକ୍ଷାନୁଷ୍ଠାନ ପୃଥକୀକରଣ ତ୍ୱରାନ୍ବିତ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ଯୁକ୍ତ୨ ଶିକ୍ଷାକୁ ଉଚ୍ଚଶିକ୍ଷା ବିଭାଗରୁ ପୃଥକ କରାଯାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମିଶ୍ରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଯୁକ୍ତ୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଡିଗ୍ରୀ...

ଏମାର ମଠରେ ଗୁପ୍ତଧନ ସନ୍ଧାନ

ପୁରୀ ଅଫିସ,୧୬।୯: ବହୁଚର୍ଚ୍ଚିତ ଏମାର ମଠରେ ଗୁପ୍ତଧନ (ବିଭିନ୍ନ ମୂଲ୍ୟବାନ ସମ୍ପତ୍ତି) ଓ ରୁପାଇଟା ଥିବା ସନ୍ଧାନରେ ପୁଣି ଯାଞ୍ଚ ଆରମ୍ଭ ହୋଇଛି। ଗୁରୁବାର ଏମାର...

ବ୍ରହ୍ମପୁରରେ ୪ ଦିନିଆ ଶଟ୍‌ଡାଉନ୍‌ ଘୋଷଣା: ଅତ୍ୟାବଶ୍ୟକୀୟ ସାମଗ୍ରୀ ନେବାକୁ ବଜାରରେ ଅସମ୍ଭାଳ ଭିଡ଼

ବ୍ରହ୍ମପୁର ଅଫିସ,୨୬ା୬: କରୋନା ସଂକ୍ରମଣ ରୋକିବା ଦୃଷ୍ଟିରୁ ଜିଲା ପ୍ରଶାସନ ପକ୍ଷରୁ ଶନିବାରଠାରୁ ୪ ଦିନ ପର୍ଯ୍ୟନ୍ତ ବ୍ରହ୍ମପୁର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଶୁକ୍ରବାର...

ମହାନଦୀ କୂଳର ମୃତ୍ତିକା କ୍ଷୟ ରୋକିବା ଚିନ୍ତା: ମଣିଭଦ୍ରାଠାରେ ପଥର ବୁରୁଜ କାର୍ଯ୍ୟ ନିମ୍ନମାନର, ମାଟି ଗଦା ଉପରେ ହେଉଛି ନିର୍ମାଣ

ଗଣିଆ,୨୧ା୭ (ଡି.ଏନ.ଏ.): ମହାନଦୀ ପ୍ରଖର ଜଳସ୍ରୋତକୁ ମନ୍ଥର କରିବା ଓ କୂଳର ମୃତ୍ତିକା ଅବକ୍ଷୟ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ତରଫରୁ...

ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ହେଲେ ଜି. ପାପା ରାଓ

ଛତ୍ରପୁର,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ଉପାଧ୍ୟକ୍ଷ ଭାବେ ୪ ନମ୍ବର ଓ୍ବାର୍ଡ ବିଜେଡି କାଉନସିଲର ଜି. ପାପା ରାଓ ଗୁରୁବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।...

ରାଜଧାନୀରେ ବ୍ୟାଟେରି ଚୋରି ଗ୍ୟାଙ୍ଗ୍‌ର ଆଡ୍ଡା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାସ୍ତା ପାର୍ଶ୍ୱ, ଘର ଆଗରେ ରହୁଥିବା ବଡ଼ ଓ ଦାମୀ ଗାଡ଼ିରୁ ବ୍ୟାଟେରି ଚୋରି କରୁଥିଲେ। ବିଭିନ୍ନ ଜିଲାରୁ ଏସବୁ ଚୋରି ବ୍ୟାଟେରିକୁ ଭୁବନେଶ୍ୱର...

ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ

ଅନୁଗୋଳ ଅଫିସ,୨୬ା୨: ରାଜ୍ୟ ସରକାରଙ୍କ ପୂର୍ବତନ ଗୃହ ରାଷ୍ଟ୍ରମନ୍ତ୍ରୀ ତଥା ଅନୁଗୋଳର ପୂର୍ବତନ ବିଧାୟକ ଦେବରାଜ ସାହୁଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ତାଙ୍କୁ ୯୫...

ସର୍ବାଧିକ ଆକ୍ଟିଭ୍‌ କେସ୍‌ ମାମଲା: ଖୋର୍ଦ୍ଧାକୁ ଟପି ଶୀର୍ଷରେ ପହଞ୍ଚିଲା ଯାଜପୁର

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଯାଜପୁରରୁ ଆଉ ୧୪ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ଏବେ ଏହି ସଂଖ୍ୟା...

Advertisement
Archives

Model This Week