ଗଞ୍ଜାମ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍‌ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ୨ ଆଇଏଏସ୍‌ ଅଫିସର କରୋନା ପରିଚାଳନା ପାଇଁ ଜିଲାକୁ ଯିବେ। ସରକାର ଉକ୍ତ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍‌ଙ୍କୁ ନିଯୁକ୍ତି କରିଛନ୍ତି। ସେମାନେ ହେଲେ ଆଇଏଏସ୍‌ ପାରୁଲ ପଟଓ୍ବାରୀ ଓ ବିଶାଲ ସିଂହ। ପାରୁଲ ପଟଓ୍ବାରୀଙ୍କୁ ଛତ୍ରପୁର ଉପଖଣ୍ଡ କରୋନା ପରିଚାଳନା ଦାୟିତ୍ୱ ଓ ବିଶାଲ ସିଂହଙ୍କୁ ଭଞ୍ଜନଗର ଉପଖଣ୍ଡ କରୋନା ପରିଚାଳନା ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri