ମାଟ୍ରିକ ପରୀକ୍ଷା ଦେବାକୁ ଯାଉଥିବାବେଳେ ପିଟିଲା ପଲସର: ୨ ଛାତ୍ରୀ ଗୁରୁତର

ବାହାନଗା, ୨୩।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ବିଷ୍ଣୁପୁର ଉଚ୍ଚ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ରକୁ ପରୀକ୍ଷା ଦେବା ପାଇଁ ଯାଉଥିବା ୨ ଜଣ ଛାତ୍ରୀଙ୍କର ବାଇକ ଦୁର୍ଘଟଣା ଘଟିଛି। ଗୁରୁତର ହୋଇ ଚିକିତ୍ସା୍ୟାଳୟରେ ଚିକିତ୍ସିତ ହେଉଛନ୍ତି। ସୋମବାର ମାଟ୍ରିକ ପରୀକ୍ଷାର ତୃତୀୟ ଦିନ ଥିଲା। ତୃତୀୟ ଦିନରେ ତୃତୀୟ ଭାଷା ହିନ୍ଦି ଓ ସଂସ୍କୃତ ବିଭାଗ ପରୀକ୍ଷା ଥିଲା। ଏହି ପରୀକ୍ଷା ଦେବାପାଇଁ ଅଭଣା ହାଇସ୍କୁଲର ଛାତ୍ରୀ ତଥା ସେହି ଗ୍ରାମର ଚକ୍ରଧର ମାଝୀଙ୍କ ଝିଅ ଜ୍ୟୋତି ପ୍ରଭା ମାଝୀ ଓ ଦାଶରଥି ମାଝୀଙ୍କ ଝିଅ ମମତା ମାଝୀ ଉଭୟ ନିଜର ସାଇକେଲ ଯୋଗେ ଘରୁ ବିଷ୍ଣୁପୁର ହାଇସ୍କୁଲ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷା ଦେବାପାଇଁ ଆସୁଥିଲେ। ସେହି ସମୟରେ ବିପରୀତ ଦିଗରୁ ଏକ ପଲସର ବାଇକ ଯୋଗେ ୩ ଜଣ ଯୁବକ ବେପାରୁଆ ବାଇକ ଚଳାଇ ୨ ଜଣ ପରୀକ୍ଷାର୍ଥୀଙ୍କ ସାଇକେଲକୁ ଧକ୍କା ଦେଇଥିଲେ। ଫଳରେ ବାଇକ ଧକ୍କାରେ ୨ ମାଟ୍ରିକ ପରୀକ୍ଷାର୍ଥୀ ୨ ଜଣ ଗୁରୁତର ହେବା ସହିତ ଛାତ୍ରୀ ଜ୍ୟୋତି ପ୍ରଭାଙ୍କ ଦୁର୍ଘଟଣାରେ ଡାହାଣ ପାପୁଲିରେ ଗୋଟିଏ ଆଙ୍ଗୁଳି କଟି ଛିଡି ପଡ଼ିଥିବାବେଳେ ଅନ୍ୟଜଣେ ଛାତ୍ରୀ ମମତାଙ୍କ ଗୋଡ଼ ଭାଙ୍ଗିଯାଇଛି। ଉଭୟ ଗୁରୁତର ହୋଇ ପ୍ରଥମେ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ମମତାଙ୍କ ଅବସ୍ଥା ଗୁରୁତର ହେବାରୁ ଉଭୟଙ୍କୁ ବାଲେଶ୍ୱର ଫକୀରମୋହନ ମେଡିକାଲ କକେଜକୁ ସ୍ଥାନାନ୍ତରିତ କରାଯାଇଛି। ବେପାରୁଆ ବାଇକ ଚାଳକ ପାଇଁ ଉଭୟ ଛାତ୍ରୀ ମାଟ୍ରିକ ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri