ଏହି ୩ ରାଜ୍ୟକୁ ଉଡ଼ାଇ ଦେବା ପାଇଁ ଲକ୍ଷ୍ୟ ରଖିଥିଲେ ଦୁଇ ଆତଙ୍କବାଦୀ

ବେଙ୍ଗାଲୁରୁ,୧୩ା୪: ବେଙ୍ଗାଲୁରୁ ରାମେଶ୍ୱରମ କାଫେ ବିସ୍ଫୋରଣ ମାମଲାରେ ଏନ୍‌ଆଇଏ ଦ୍ୱାରା ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ପଚରାଉଚରା ବେଳେ ଏକ ବଡ଼ କଥା ଉନ୍ମୋଚନ ହୋଇଛି। ଉଭୟ ଆତଙ୍କବାଦୀ ଆଇଏସ୍‌-ଅଲ୍‌ ହିନ୍ଦ ମଡ୍ୟୁଲ ସହିତ ଜଡ଼ିତ। ଦକ୍ଷିଣ ଭାରତର ରାଜ୍ୟଗୁଡ଼ିକ ବିଶେଷ କରି କର୍ନାଟକ, କେରଳ ଏବଂ ମହାରାଷ୍ଟ୍ର ଏହି ମଡ୍ୟୁଲର ଲକ୍ଷ୍ୟ। ଉଭୟ ଅଭିଯୁକ୍ତଙ୍କ ଯୋଜନା ଏହି ରାଜ୍ୟରେ ବ୍ୟାପକ ବିସ୍ଫୋରଣ ଘଟାଇବା ଥିଲା। ଏନ୍‌ଆଇଏ ସୂତ୍ର ଅନୁଯାୟୀ, ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଆଇଏସ୍‌ ଖୋରାସାନଙ୍କ ନିର୍ଦ୍ଦେଶରେ ଏହି ମଡ୍ୟୁଲ ଗତ ତିନି ବର୍ଷ ଧରି ଚାଲିଆସୁଛି। ଗୁପ୍ତଚର ଏଜେନ୍ସି ଏହା ମଧ୍ୟ କହିଛି ଯେ, ଅବଦୁଲ ମାଥିନ ଏବଂ ମୁସାଭିର ହୁସେନ ଶାଜବେ ବିଦେଶରୁ ନିର୍ଦ୍ଦେଶ ଗ୍ରହଣ କରୁଥିଲେ। ଆଇଏସ୍‌ ଅଲ୍‌ ହିନ୍ଦ୍‌ ମଡ୍ୟୁଲ ଦେଶ ପାଇଁ ଏକ ବଡ଼ ବିପଦ।

ସୂଚନାନୁସାରେ, ନକଲି ଆଧାର କାର୍ଡ ଆଧାରରେ ଅବଦୁଲ ମାଥିନ ଏବଂ ମୁସାଭିର୍‌ ଶାଜେବ  ନକଲି ପରିଚୟ ଆଧାରରେ ଅନେକ ହୋଟେଲରେ ରହିଥିଲେ। ନକଲି ଆଧାରକାର୍ଡ ଦେଇ ସେ ଅନେକ ହୋଟେଲରେ ରହିବାର ବ୍ୟବସ୍ଥା କରିଥିଲେ। ନିଜର ପରିଚୟ ଲୁଚାଇବା ପାଇଁ ସେ ହିନ୍ଦୁ ନାମରେ ଆଧାରକାର୍ଡ ତିଆରି କରିଥିଲେ। ରାମେଶ୍ୱରମ କାଫେ ବିସ୍ଫୋରଣର ଆତଙ୍କବାଦୀମାନେ ଅନେକ ଦିନ ହୋଟେଲ ବଦଳାଇ କୋଲକାତାରେ ଲୁଚି ରହିଥିଲେ। ମାର୍ଚ୍ଚ ୧୨ରେ ଉଭୟ କୋଲକାତାରେ ପହଞ୍ଚି ପ୍ରଥମେ ଏସ୍‌ପ୍ଲାନେଡ ଅଞ୍ଚଳରେ ଥିବା ଏସପ୍ଲାନେଡ୍‌ ଇନ ହୋଟେଲରେ ଚେକ୍‌ କରିଥିଲେ। ଏଠାରେ ସେ କହିଥିଲେ ଯେ, ଅଫିସ କାମ ପାଇଁ ସେ ସିଲିଗୁଡ଼ିରୁ କୋଲକାତା ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri