Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୭।୯:ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ଆଉ ଏକ ବଡ଼ ସଫଳତା ମିଳିଛି। ଅନନ୍ତନାଗର ବିଜବେହାରା ଅଞ୍ଚଳର ତାଜିୱାରା ଠାରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀଙ୍କୁ ନିହତ ହୋଇଛନ୍ତି। ଏହାପୂର୍ବରୁ ମଙ୍ଗଳବାର ଅର୍ଥାତ୍‌ ୬ ସେପ୍ଟେମ୍ବରରେ ମଧ୍ୟ ଦୁଇଜଣ ଆତଙ୍କବାଦୀ ନିହତ ହୋଇଥିଲେ।
ଅନନ୍ତନାଗରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଅନନ୍ତନାଗ ଜିଲାର ପୋଶକ୍ରିର ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ଏକ କର୍ଡନ ଏବଂ ସର୍ଚ୍ଚ ଅପରେସନ ଚାଲିଛି। ଏହା ପରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇଥିଲେ। ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରଶସ୍ତ୍ରରେ ପଛାଉଛି ଭାରତ

‘ମେକ୍‌ ଇନ୍‌ ଇଣ୍ଡିଆ’ ନୀତିରେ ମୋବାଇଲଠାରୁ ଆରମ୍ଭ କରି ଫାଇଟର ଜେଟ୍‌ ନିର୍ମାଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୋତ୍ସାହିତ କରୁଛନ୍ତି। ହେଲେ ପ୍ରତିରକ୍ଷା କ୍ଷେତ୍ରରେ ଏହାର...

ଟିକା ଦେବାକୁ କହି ଗଣବଳାତ୍କାର

ପାଟନା, ୨୯।୪: କୋଭିଡ୍‌ ଟିକା ଦେବାକୁ କହି ପାଟନାର ଦୁଇଜଣ ଲୋକ ଜଣେ ଯୁବତୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ରକି ଓ ମଣ୍ଟୁଙ୍କୁ...

ଏମିତି ନଦୀ ଯାହାର ବାଲିରୁ ମିଳେ ମୁଠା ମୁଠା ସୁନା…

ଝାଡ଼ଖଣ୍ଡରେ ରହିଛି ସୁବର୍ଣ୍ଣ ରେଖା ନଦୀ। ରତ୍ନଗର୍ଭାଠାରୁ ୧୫ କିମି ଦୂରରେ ରହିଛି ଏହି ନଦୀ। ସୂର୍ଯ୍ୟାଲୋକ ପଡ଼ିଲେ ନଦୀର ଜଳ ସୁନା ପରି ଚକଚକ...

ମହାରାଷ୍ଟ୍ରରେ ଚାଷୀଙ୍କ ପାଇଁ ଖୁସି ଖବର: ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣଛାଡ କଲେ ସରକାର

ମୁମ୍ବାଇ,୬।୩: ମହାରାଷ୍ଟ୍ର ବିଧାନସଭାରେ ଶୁକ୍ରବାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ମହାରାଷ୍ଟ୍ରରେ ଶାସନ କ୍ଷମତା ହାତେଇଥିବା ଶିବସେନାର ଏହା ପ୍ରଥମ ବଜେଟ। ଗୃହରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ...

ଜାମିନ ମିଳିବା ପରେ ହାର୍ଦ୍ଦିକଙ୍କ ସହ ରେସ୍ତୋରାଁ ପହଞ୍ଚିଲେ ରାହୁଲ

ଅହମ୍ମଦାବାଦ,୧୧।୧୦: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ଗୁଜରାଟ ଅହମ୍ମଦାବାଦର ଏକ କୋର୍ଟରେ ମାନହାନି ମାମଲାକୁ ନେଇ ହାଜର ହୋଇଥିଲେ। ଏହି ମାମଲାରେ ତାଙ୍କୁ...

ତୃତୀୟ ସନ୍ତାନ ଥିବାରୁ ସରକାରୀ ଅଧିକାରୀଙ୍କୁ ଅଯୋଗ୍ୟ ଘୋଷିିତ କଲେ ହାଇକୋର୍ଟ…

ଭୋପାଳ,୧୪।୭: ଚାକିରି କରିବା ପରେ ଜଣେ ସରକାରୀ ଅଧିକାରୀଙ୍କ ତୃତୀୟ ସନ୍ତାନ ହେବାରୁ ହାଇକୋର୍ଟ ତାଙ୍କ ଅଯୋଗ୍ୟ ଘୋଷିତ କରିଛନ୍ତି। ମଧ୍ୟପ୍ରଦେଶର ଗ୍ବାଲିୟର ହାଇକୋର୍ଟଙ୍କ ପକ୍ଷରୁ...

କରୋନା ଟିକା ଦାମ୍‌ କମିଲା…

ନୂଆଦିଲ୍ଲୀ, ୯।୪ : ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଏବଂ ଭାରତ ବାୟୋଟେକ ପକ୍ଷରୁ କରୋନା ଟିକାର ବୁଷ୍ଟର ଡୋଜର ଦାମ୍‌ ହ୍ରାସ କରିବାକୁ ଘୋଷଣା...

୫ ଟଙ୍କାରେ ବିକ୍ରି ହେଉଛି ବ୍ୟକ୍ତିଗତ ଗୁପ୍ତ ତଥ୍ୟ, ସାଇବର ଠକେଇ ଟ୍ରେନିଂ କ୍ୟାମ୍ପ୍‌ ପାଲଟିଛି ଝାଡ଼ଖଣ୍ଡ…

ନୂଆଦିଲ୍ଲୀ, ୭।୨ : ଅନଲାଇନ ଠକେଇ ସମ୍ପ୍ରତି ବଢ଼ି ଚାଲିଛି। ସାଇବର ଠକେଇ ଅପରାଧ ଏବେ ଏକ ଆହ୍ବାନ ହୋଇ ଛିଡ଼ା ହୋଇଛି। ବହୁ ଲୋକ...

Advertisement
Archives

Model This Week