Posted inଜାତୀୟ

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଲା…

ଶ୍ରୀନଗର,୧।୧୨: ଜମ୍ମୁ-କଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। ବୁଧବାର ସକାଳେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀଙ୍କୁ ମୁଣ୍ଡଗଡ଼ିଛି। ରାଜପୁରା ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଛି। ମୃତ ଆତଙ୍କବାଦୀ ଜୈଶ-ଇ-ମହମ୍ମଦ ସଂଗଠନ ସଦସ୍ୟ ବୋଲି ଅନୁମାନ କରାଯାଉଛି।
ଗତକାଲି ରାତିରେ ପୁଲୱାମାର ରାଜପୁରାର କସବାୟାର ଗ୍ରାମକୁ ଘେରି ରହି ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିବାବେଳେ ଏକ ଘରେ ଲୁଚି ରହିଥିବା ଆତଙ୍କବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହା ପରେ ସୁରକ୍ଷା ବାହିନୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା। ଅନ୍ୟ ଜଣେ ଆତଙ୍କବାଦୀ ଲୁଚି ରହିଥାଇ ପାରନ୍ତି ବୋଲି ଏକ ଆଶଙ୍କା କରାଯାଉଛିି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁରକୁ ଗାଡ଼ି ପଛରେ ବାନ୍ଧି ଘୋଷାଡ଼ିଲେ ଦୁଇ ମହିଳା

ଚଣ୍ଡିଗଡ଼,୩୦।୬: ପଶୁଙ୍କ ପ୍ରତି ବର୍ବରତା ମାମଲାରେ ପଞ୍ଜାବର ପଟିଆଲାର ଦୁଇ ମହିଳା ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ଦୁଇ ଅଭିଯୁକ୍ତାଙ୍କ ନାମ ଚଞ୍ଚଲ ଓ ସୋନିଆ।...

ନିର୍ବାଚନ ପିଟିଶନ ଦାଏର ପାଇଁ ସମୟସୀମା ଧାର୍ଯ୍ୟ ହେଉ

ନୂଆଦିଲ୍ଲୀ, ୨।୯: ୬ଟି ରାଜ୍ୟ ବିଧାନସଭା ନିର୍ବାଚନରେ ବ୍ୟବହୃତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ଏବଂ ଭିଭିପିଏଟି ମେଶିନ୍‌ଗୁଡ଼ିକ ବ୍ୟବହୃତ ନ ହୋଇ ପଡ଼ିରହିଛି। କରୋନା...

ଯୁବକ ସମୟରେ କରିଥିଲେ ଅପରାଧ; ବୃଦ୍ଧାବସ୍ଥାରେ ପଡ଼ିଲେ ଧରା

ଝାବୁଆ,୧୭।୪: କୁହାଯାଏ ସତ କେବେ ଲୁଚି ରହେନା। ଏହାର ଏକ ଉଦାହରଣ ମଧ୍ୟପ୍ରଦେଶ ଝାବୁଆ ଜିଲାରେ ଦେଖିବାକୁ ମିଳିଛି। ଯୁବକ ସମୟରେ ଅପରାଧ କରି ଜଣେ...

ଭାଜପା ପ୍ରାର୍ଥୀଙ୍କ ଭାଇଙ୍କ ଘରୁ ୨୩ କେଜି ସୁନା ଜବତ

ପାଟନା, ୧୭।୧୦: ବିହାର ନିର୍ବାଚନ ପାଇଁ ପ୍ରସ୍ତୁତି ଚାଲିଥିବାବେଳେ ଏକ ବଡ଼ ଖବର ଆସି ପହଞ୍ଚିଛି। ରାକ୍ସଲରୁ ଭାଜପା ପ୍ରାର୍ଥୀ ଥିବା ପ୍ରମୋଦ କୁମାର ସିହ୍ନାଙ୍କ...

ଇଣ୍ଡିଆ ଗେଟରେ ଆଉ ଜଳିବନି ଅମର ଯବାନ ଜ୍ୟୋତି

ନୂଆଦିଲ୍ଲୀ,୨୧ ।୧: ଶୁକ୍ରବାର ଅର୍ଥାତ୍ ଜାନୁୟାରୀ ୨୧ରୁ ଇଣ୍ଡିଆ ଗେଟରେ ଆଉ ଜଳିବନି ଅମର ଯବାନ ଜ୍ୟୋତି । ଶୁକ୍ରବାର ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି...

ହିନ୍ଦୁଙ୍କୁ ଅଳ୍ପସଂଖ୍ୟକ ମାନ୍ୟତା, ସୁପ୍ରିମ୍‌କୋର୍ଟଙ୍କୁ କହିଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୨୮।୩ : କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟ ହିନ୍ଦୁମାନଙ୍କୁ ସଂଖ୍ୟାଲଘୁ ମାନ୍ୟତା ଦେଇପାରିବ। ଏକ ଉତ୍ତର...

ମନ୍ଥନ ହେଲେ ବାହାରେ ଅମୃତ, ଶିବ ପାନ କରନ୍ତି ବିଷ: ଶିବରାଜ

ଭୋପାଳ,୧।୭: ମଧ୍ୟପ୍ରଦେଶରେ ଶିବରାଜ ସିଂ ଚୌହାନଙ୍କ କ୍ୟାବିନେଟର ସମ୍ପ୍ରସାରଣ ଗୁରୁବାର କରାଯିବ ବୋଲି ସ୍ପଷ୍ଟ ହୋଇଛି। ମୁଖ୍ୟମନ୍ତ୍ରୀ ଶିବରାଜ କହିଛନ୍ତି ବୁଧବାର ରାଜ୍ୟପାଳ ଶପଥ ଗ୍ରହଣ...

ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ଭାରତ କହିଲା ଶତ୍ରୁତା ଛାଡି କଥାବାର୍ତ୍ତା ଜରିଆରେ ଶେଷ କରାଯାଉ ଯୁଦ୍ଧ

ନୂଆଦିଲ୍ଲୀ,୮ ।୩: ମିଳିତ ଜାତିସଂଘ ସୁରକ୍ଷା ପରିଷଦ ବୈଠକରେ ଭାରତର ସ୍ଥାୟୀ ପ୍ରତିନିଧି ଥିବା ଟିଏମ ତିରୁମୂର୍ତ୍ତି କହିଛନ୍ତି, ୟୁକ୍ରେନର ସ୍ଥିତି ଓ ମାନବୀୟ ସଙ୍କଟ...

Advertisement
Archives

Model This Week