Posted inଜାତୀୟ

ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ…

ଶ୍ରୀନଗର,୧୧।୭ : ଜମ୍ମୁ-କଶ୍ମୀରର ଅଓ୍ବନ୍ତିପୋରାରେ ମିଳିତ ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଚାଲିଛି। ଏପର୍ଯ୍ୟନ୍ତ ସୁରକ୍ଷା ବାହିନୀ ଦୁଇ ଆତଙ୍କବାଦୀଙ୍କୁ ହତ୍ୟା କରିବାରେ ସଫଳ ହୋଇଛନ୍ତି। ନିହତ ଆତଙ୍କବାଦୀଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ। ଏହି ଏନକାଉଣ୍ଟରରେ ଜୈଶ-ଇ-ମହମ୍ମଦଙ୍କ ଆତଙ୍କବାଦୀଙ୍କୁ ଘେରାବନ୍ଦୀ କରାଯାଇଥିଲା।

କେସର କୋକାରେ କିଛି ଆତଙ୍କବାଦୀ ଲୁଚିଥିବା ଖqବରପkାgିମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ୨୦୧୮ ଠାରୁ କୋକା ଉପତ୍ୟକାରେ ସକ୍ରିୟ ଅଛି। ଉପତ୍ୟକାର ଯୁବକମାନଙ୍କୁ ବିଭ୍ରାନ୍ତ କରି ପ୍ରଲୋଭନ ଦେଖାଇ ଆତଙ୍କବାଦରେ ଲିପ୍ତ କରାଯାଉଛି। ପୋଲିସ, ଆର୍ମି ଏବଂ ସିଆର୍ପିଏଫ୍‌ର ମିଳିତ ବାହିନୀଙ୍କ ଦ୍ୱାରା ଏହି ଅପରେଶନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri