Posted inଜାତୀୟ

ପୁଞ୍ଚ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୩।୧୨- ଭାରତୀୟ ସୁରକ୍ଷାକର୍ମୀଙ୍କୁ ରବିବାର ମିଳିଛି ଏକ ବଡ଼ ସଫଳତା। ସୁରକ୍ଷାକର୍ମୀ ଓ ପୋଲିସର ମିଳିତ ଏନକାଉଣ୍ଟରରେ ନିହତ ହୋଇଛନ୍ତି ୩ ଆତଙ୍କବାଦୀ। ଏହି ଆତଙ୍କବାଦୀମାନେ ପଞ୍ଚାଲ ଅଞ୍ଚଳ ଦେଇ ପୁଞ୍ଚ ସେକ୍ଟରରେ ପ୍ରବେଶ କରିଥିଲେ। ଘଟଣା ସ୍ଥଳରୁ ଜଣଙ୍କୁ ଗିରଫ କରାଯାଇଛି। ମୃତ ୩ ଆତଙ୍କବାଦୀ ଦକ୍ଷିଣ କଶ୍ମୀର ଯିବାକୁ ଯୋଜନାରେ ଥିଲେ। ଏମାନଙ୍କ ଠାରୁ ଜବତ ହୋଇଛି ବିପୁଳ ମାତ୍ରରେ ଅସ୍ତ୍ରଶସ୍ତ୍ର ଓ ଗୁଳି। ଆତଙ୍କବାଦୀ ନିହତ ହୋଇଥିବା ସ୍ପଷ୍ଟ କରିଛନ୍ତି ଜମ୍ମୁ ଆଇଜି ମୁକେଶ ସିଂ।

ମୁଗଲ ରୋଡ ଓ ଡୋଗରା ଅଞ୍ଚଳରେ ସନ୍ଦୀଗ୍ଧ ଗତିବିଧି ସମ୍ପର୍କରେ ଖବର ପାଇଥିଲା ସ୍ଥାନୀୟ ପୋଲିସ। ଜଣେ ସ୍ଥାନୀୟ ଯୁବକ ୯ ତାରିଖରୁ ନିଖୋଜ ଥିବା ନେଇ ପରିବାର ତରଫରୁ ପୋଲିସ ନିକଟରେ ଅଭିଯୋଗ କରାଯାଇଥିଲା। ସେ ଏହି ଅଞ୍ଚଳକୁ ହିଁ ଯାଇଥିଲେ, ଆଉ ଫେରି ନ ଥିଲେ। ଏହାକୁ ଧ୍ୟାନରେ ରଖି ପୋଲିସ ଆରମ୍ଭ କରିଥିଲା ସର୍ଚ୍ଚ ଅପରେଶନ। ଏହି ପ୍ରକ୍ରିୟାରେ ସାମିଲ ହୋଇଥିଲା ଭାରତୀୟ ସେନା।


Enter your email to get our daily news in your inbox.

All Right Reserved By Dharitri.Com

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri