ପୋଲିସ ଏନକାଉଣ୍ଟରରେ ଗଡ଼ିଲା ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ : ୧୩ ଲକ୍ଷର ଥିଲା

ମାଲକାନଗିରି,୧୬।୪(ଦୁର୍ଯ୍ୟୋଧନ ପାତ୍ର): ପୁଣି ପୋଲିସ ଏନକାଉଣ୍ଟରରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ ଗଡ଼ିଛି। ଛତିଶଗଡ଼ର କୋଣ୍ଡାଗାଓଁ ଜିଲାର କିଲମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପୋଲିସ ଏନକାଉଣ୍ଟରରେ ନିହତ ହୋଇଥିବା ମାଓବାଦୀ ପୁର୍ବ ବସ୍ତର ସଙ୍ଗଠନର DVCM କ୍ୟାଡର ମାଓବାଦୀ ହଳଧର ଏବଂ ACM କ୍ୟାଡର ମାଓବାଦୀ ରାମେ। ଘଟଣାସ୍ଥଳରୁ ଗୋଟିଏ AK୪୭ ସହ ବିପୁଳ ପରିମାଣର ମାଓ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଅଧିକ ମାଓବାଦୀ ମୃତାହତ ଆଶଙ୍କାରେ ଏବେବି ସର୍ଚ୍ଚ ଅପରେଶନ ଜାରି ରହିଛି। DRG ଜବାନଙ୍କ କମ୍ବିଂ ଅପରେଶନ ବେଳେ ଏହି ସଫଳତା ମିଳିଛି। ତେବେ ଏହି ଦୁଇ ମାଓବାଦୀଙ୍କ ନାଁରେ ୧୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri