ସମୁଦ୍ରରେ ବୁଡ଼ି ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ ଅଫିସ,୩ା୫: ସମୁଦ୍ରରେ ଗାଧୋଉଥିବା ବେଳେ ବୁଡ଼ିଯାଇ ବୁଧବାର ଦୁଇ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଆଉ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମୁଦ୍ରର ୧୩ ନମ୍ବର ଜୋନ୍‌ ଅଞ୍ଚଳରେ ଗାଧୋଉଥିବା ବେଳେ ଏହି ଅଘଟଣ ଘଟିଛି। ଗୁରୁତର ଯୁବକଙ୍କୁ ଅଗ୍ନିଶମ ଓ ଲାଇଫ ଗାର୍ଡ ଟିମ୍‌ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ପର୍ଯ୍ୟଟକମାନେ ପଶ୍ଚିମବଙ୍ଗ ହାଓ୍ବଡା ଅଞ୍ଚଳରୁ ଆସିଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri