ଭୁବନେଶ୍ୱରରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହେଲା ୨ ଟ୍ରେନ୍‌, ଆଉ ତା’ ପରେ…

ଭୁବନେଶ୍ୱର,୧୧ା୬: ରାଜଧାନୀ ଭୁବନେଶ୍ୱରରେ ଗୋଟିଏ ଟ୍ରାକ୍‌ରେ ମୁହାଁମୁହିଁ ହୋଇଛି ଦୁଇ ଟ୍ରେନ୍‌। ଗୋଟିଏ ଟ୍ରେନ୍‌ ମାଷ୍ଟରକ୍ୟାଣ୍ଟିନ୍‌ରୁ ମଞ୍ଚେଶ୍ୱର ସଫେଇ ପାଇଁ ଆସୁଥିବାବେଳେ ଆଉ ଗୋଟିଏ ଟ୍ରେନ୍‌ ମଞ୍ଚେଶ୍ୱରରୁ ମାଷ୍ଟରକ୍ୟାଣ୍ଟିନ୍‌ ଯାଉଥିଲା।

Image

ଝାରପଡ଼ା ବ୍ରିଜ୍‌ ନିକଟରେ ମୁହାଁମୁହିଁ ହୋଇଥିଲା। ଟ୍ରେନ୍‌ରେ କୌଣସି ଯାତ୍ରୀ ନ ଥିଲେ। ଉଭୟ ଟ୍ରେନ୍‌ର ଲୋକୋ ପାଇଲଟ ସୁରକ୍ଷିତ ଅଛନ୍ତି। ଗୋଟିଏ ଟ୍ରାକ୍‌ରେ ୨ଟି ଟ୍ରେନ୍‌ ଯିବା ନେଇ କେମିତି ସିଗ୍‌ନାଲ ମିଳିଲା ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦାୟିତ୍ୱ ନେଲେ ନୂଆ ଶିକ୍ଷାମନ୍ତ୍ରୀ ପ୍ରହ୍ଲାଦ ଜୋଷୀ

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri