Posted inଫୁରସତ

ଲିଙ୍ଗ ପରିବର୍ତ୍ତନ କରି ଭଉଣୀ ହେଲେ ଯାଆଁଳା ଭାଇ

ବ୍ରାଜିଲରେ ରହୁଥିବା ୨ ଯାଆଁଳା ଭାଇ ସେମାନଙ୍କର ଅଧିକାଂଶ କାମ ଏକାଠି କରିଥାନ୍ତି। ଏବେ ଏହି ୨ ଭାଇ ଏକତ୍ରି ଟ୍ରାନ୍ସଜେଣ୍ଡର ଅପରେଶନ କରି ରେକର୍ଡ କରିଛନ୍ତି। ୧୯ ବର୍ଷୀୟ ଏହି ୨ ଭାଇ ଲିଙ୍ଗ ଅସ୍ତ୍ରୋପଚାର କରି ଝିଅ ହୋଇଛନ୍ତି। ମାୟଲା ଏବଂ ସୋଫିଆ କହିଛନ୍ତି, ପିଲାଦିନରୁ ସେମାନେ ପୁଅ ପରି ଅନୁଭବ କରି ନ ଥିଲେ ତେଣୁ ଅପରେଶନ କରି ଝିଅ ହେବାକୁ ନିଷ୍ପତ୍ତି ନେଲେ ବୋଲି କହିଛନ୍ତି।
ବ୍ରାଜିଲର ଦକ୍ଷିଣ ପୂର୍ବ ଶହର ବ୍ଲୁମେନୋରେ ଥିବା ଏକ ଟ୍ରାନ୍ସଜେଣ୍ଡର ସେଣ୍ଟରରେ ଉଭୟ ଅସ୍ତ୍ରୋପଚାର କରିଛନ୍ତି। ଏହି କେନ୍ଦ୍ରର ଡାକ୍ତର ଜୋସେ କାର୍ଲୋସ କହିଛନ୍ତି, ଦୁଇ ଯାଆଁଳା ଭାଇ ଅସ୍ତ୍ରୋପଚାର ପରେ ଝିଅ ହେବା ଦୁନିଆରେ ଏହା ପ୍ରଥମ ରିପୋଟେଡ୍‌ କେସ୍‌।
ମାୟଲା ଜୋ ଆର୍ଜେଣ୍ଟିନାରେ ମେଡିସିନ୍‌ରେ ପାଠ ପଢ଼ୁଛନ୍ତି। ସେ କହିଛନ୍ତି ଯେ, ବାଳକ ପରି ମୁଁ ନିଜକୁ ଅସହଜ ମନେ କରୁଥିଲି। ତେଣୁ ଆମେ ପରସ୍ପରର ସମର୍ଥନରେ ଝିଅ ହେବାକୁ ନିଷ୍ପତ୍ତି ନେଲୁ।
ସେହିପରି ସିଭିଲ ଇଞ୍ଜିନିୟରିଂ କରୁଥିବା ସୋଫିଆ କହିନ୍ତି, ବ୍ରାଜିଲରେ ବହୁତ ଟ୍ରାନ୍ସଫୋବିଆ ଅଛି। ଏଠାରେ ଲୋକମାନେ ଟ୍ରାନ୍ସଜେଣ୍ଡରଙ୍କୁ ବହୁତ ଗାଳି କରିଥାନ୍ତି।
ଆହୁରି ମଧ୍ୟ ସୋଫିଆ କହିଛନ୍ତି, ତାଙ୍କର ଏପରି ନିଷ୍ପତ୍ତିରେ ପରିବାର ଲୋକେ ତାଙ୍କୁ ସମର୍ଥନ କରିଥିଲେ। ଏହି ସର୍ଜରୀ ପାଇଁ ଜେଜେ ବାପା ଅର୍ଥ ଯୋଗାଡ଼ କରିଥିଲେ। ଜେଜେ ବାପା ନିଜର ସମ୍ପତ୍ତି ବିକ୍ରି କରି ଏହି ସର୍ଜରୀ ପାଇଁ ୨୦ ହଜାର ଟଙ୍କା ଦେଇଥିଲେ ବୋଲି ସୋଫିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri