Posted inଜାତୀୟ

୨୮ କୋଟିର କୋକେନ୍‌ ଚୋରା ଚାଲାଣ: ୨ ମହିଳା ଗିରଫ

ନୂଆଦିଲ୍ଲୀ,୨୮।୫: ଉଗାଣ୍ଡାର ଦୁଇ ମହିଳା ୨୮ କୋଟି ଟଙ୍କାର କୋକେନ୍‌ ଚୋରା ଚାଲାଣ କରୁଥିବାବେଳେ ଦିଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ସେମାନଙ୍କୁ ଗିରଫ କରାଯାଇଛି। ଦୁଇ ମହିଳା କୋକେନ୍‌ କ୍ୟାପ୍‌ସୁଲଗୁଡ଼ିକୁ ଗିଳି ଦେଇଥିବାବେଳେ ସେମାନଙ୍କ ପାକସ୍ଥଳୀରେ ଏହି କୋକେନ ଥିବା ପୋଲିସ କହିଛି। ଜବତ କୋକେନର ପରିମାଣ ଦୁଇ କିଲୋଗ୍ରାମ୍‌ ହୋଇଥିବାବେଳେ ମହିଳାଙ୍କଠାରୁ ୧୮୧ଟି କ୍ୟାପ୍‌ସୁଲ ମିଳିଛି। ଗୁରୁବାର ବିମାନ ବନ୍ଦରରୁ ଜଣେ ମହିଳାଙ୍କୁ ଗିରଫ କରାଯାଇଥିଲା। ତାଙ୍କ ପେଟରେ ୮୧ଟି କୋକେନ୍‌ କ୍ୟାପ୍‌ସୁଲ ଥିବା ସେ କହିଥିଲେ, ତାଙ୍କୁ ରାମ ମନୋହର ଲୋହିଆ ହସ୍ପିଟାଲ ନିଆଯାଇଥିଲା। ସେଠାରେ ତାଙ୍କ ପେଟରୁ କ୍ୟାପ୍‌ସୁଲ ଗୁଡିକ କଢ଼ାଯାଇଥିଲା। ଜବତ କୋକେନର ପରିମାଣ ୦.୮୯୧ କେ.ଜି. ହୋଇଥିବାବେଳେ ଏହାର ବଜାର ମୂଲ୍ୟ ୧୩.୬ କୋଟି ଟଙ୍କା ହୋଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନରେ ହଜିଗଲେ ୭୮ ପାକ୍‌ ନାଗରିକ

ନୂଆଦିଲ୍ଲୀ,୧୨।୯: ଦେଶରେ ଏନ୍‌ଆର୍‌ଆଇକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ରାଜସ୍ଥାନରେ ରହୁଥିବା ପାକ୍‌-ବାଂଲାଦେଶୀ ନାଗରିକଙ୍କ ମୁଣ୍ଡବିନ୍ଧା ଆରମ୍ଭ ହୋଇଛି। ରାଜସ୍ଥାନରେ ପ୍ରାୟ ୭୮ ପାକିସ୍ତାନୀ ନାଗରିକ...

ପୋଲିସ ଗୁଳିରେ ଭାଜପା ନେତାଙ୍କ ସ୍ତ୍ରୀ ମୃତ

ମୋରାଦାବାଦ/ଡେରାଡୁନ୍‌,୧୩।୧୦: ଉତ୍ତରପ୍ରଦେଶ ପୋଲିସ ଟିମ୍‌ ଏବଂ ଉତ୍ତରାଖଣ୍ଡ ସୀମାନ୍ତ ଗ୍ରାମର ଅଧିବାସୀଙ୍କ ମଧ୍ୟରେ ସଂଘର୍ଷ ଘଟି ଜଣେ ସ୍ଥାନୀୟ ଭାଜପା ନେତାଙ୍କ ସ୍ତ୍ରୀ ପ୍ରାଣ ହରାଇବା...

୪୮ଘଣ୍ଟା ପ୍ରଚାର କରିପାରିବେନି କପିଲ ମିଶ୍ରା: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ କପିଲ ମିଶ୍ରା ୪୮ ଘଣ୍ଟା ପାଇଁ ପ୍ରଚାର କରିପାରିବେନି। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ...

ପ୍ରିୟଙ୍କାଙ୍କୁ ଅଳକାଙ୍କ ପତ୍ର

ଗାଜିପୁର୨୮ ।୧୦: ଉତ୍ତପ୍ରଦେଶ ଗାଜିପୁର ଜିଲା ମହମ୍ମଦାବାଦ ବିଧାନସଭା ଆସନର ବିଧାୟିକା ତଥା କୃଷ୍ଣାନନ୍ଦ ରାୟଙ୍କ ପତ୍ନୀ ଅଳକା ରାୟ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ...

ଡିଏମକେ ନେତାଙ୍କ ବିବାଦୀୟ ମନ୍ତବ୍ୟ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଘେରିଲେ ଖୁସବୁ ସୁନ୍ଦର, କହିଲେ ଏହା ଆପଣଙ୍କ ଅପମାନ…

ଚେନ୍ନାଇ୧୮।୬ : ତାମିଲନାଡୁ ଭାଜପା ନେତା ଖୁସବୁ ସୁନ୍ଦର ଡିଏମକେକୁ ଟାର୍ଗେଟ କରିଛନ୍ତି। ବାସ୍ତବରେ ଜଣେ ଡିଏମକେ ନେତାଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।...

କୁକୁରଙ୍କୁ ମିଳିବ ଭରଣପୋଷଣ: କୋର୍ଟଙ୍କ ନିର୍ଦ୍ଦେଶ…

ମୁମ୍ବାଇ,୧୧।୭ : ଏକ ଘରୋଇ ହିଂସା ମାମଲାରେ ମୁମ୍ବାଇର ଏକ କୋର୍ଟ କହିଛନ୍ତି ଗୃହପାଳିତ ପ୍ରାଣୀମାନେ ଲୋକଙ୍କୁ ସୁସ୍ଥ ଜୀବନଯାପନ କରିବାରେ ସାହାଯ୍ୟ କରନ୍ତି ଏବଂ...

ଶିବଭକ୍ତଙ୍କ ପାଇଁ ଦେବଦୂତ ସାଜିଲେ ଯବାନ

ଶ୍ରୀନଗର,୫।୭: ଜୁଲାଇ ୧ରୁ ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ୪୫ ଦିନ ଯାଏଁ ଏହି ଯାତ୍ରା ଚାଲିବାକୁ ଥିବା ବେଳେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ଅଣ୍ଟା...

୩ ମାସ ପରେ ଜମ୍ମୁ-କଶ୍ମୀରରେ ଆରମ୍ଭ ହେଲା ରେଳ ସେବା

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ୩ ମାସ ପରେ ରେଳ ସେବା ସୋମବାରଠାରୁ ଆରମ୍ଭ ହୋଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏଠାରେ ଅଗଷ୍ଟ ୫ଠାରୁ ଉତ୍ତର କଶ୍ମୀରର...

Advertisement
Archives

Model This Week