ମହାପ୍ରଭୁଙ୍କୁ ଦର୍ଶନ କଲେ ୨ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ,୩୦।୧୦: କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏବଂ କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରାଓସାହେବ ଦାଦାରାଓ ଧାନ୍‌ଭେ ଶୁକ୍ରବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଦ୍ୱୟ ଏକ ହେଲିକପ୍ଟରରେ ଆସି ଅପରାହ୍ନ ୧ଟା ୩୦ରେ ପୁରୀ ତାଳବଣିିଆସ୍ଥିତ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ସେଠାରୁ ଉଭୟେ କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିରକୁ ଆସିଥିଲେ। ସିଂହଦ୍ୱାର ସମ୍ମୁଖରେ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ଏବଂ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ସେମାନଙ୍କୁ ସ୍ବାଗତ କରିଥିଲେ। ମନ୍ତ୍ରୀ ଦ୍ୱୟ ବାଇଶି ପାହାଚ ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ଦାରୁଦିଅଁ ଏବଂ ଭିତର ବେଢାରେ ଥିବା ଦେବଦେବୀଙ୍କୁ ଦର୍ଶନ କରିଥିଲେ। କିଛି ସମୟ ଶ୍ରୀମନ୍ଦିର ପରିସରରେ ବିତାଇବା ପରେ ସିଂହଦ୍ୱାର ଦେଇ ପ୍ରସ୍ଥାନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ଦ୍ୱୟ ଗଣମାଧ୍ୟମକୁ କହିଥିଲେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ବହୁତ ଖୁସି ଲାଗୁଛି। ମହାପ୍ରଭୁଙ୍କୁ ଆଶିଷ ମାଗିବା ସହ ସଂସାରର ମଙ୍ଗଳ କାମନା କରିଛୁ ବୋଲି ସେମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri