ଭୋଟ ବର୍ଜନ କଲେ ଦୁଇ ୱାର୍ଡବାସୀ

ପାପଡାହାଣ୍ଡି,୨୨।୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପାପଡାହାଣ୍ଡି ବ୍ଲକର ଦୁଇ ୱାର୍ଡବାସୀ ଭୋଟ ବର୍ଜନ କରିବା ଦେଖିବାକୁ ମିଳିଛି । ଜିଲା ପରିଷଦ ଜୋନ୍‌ ୩ର ଘାଟଗୁଡା ପଞ୍ଚାୟତର କାଙ୍ଗମାଝୀ ଗୁଡାର ୧ ନମ୍ବର ୱାର୍ଡବାସୀର ୨୦୨ଭୋଟର ଭୋଟ ବର୍ଜନ କରିଛନ୍ତି। ଚଳିତ ନିର୍ବାଚନରେ ୱାର୍ଡର ଅନୁସୂଚିତ ଜାତି ରହିଛି, କିନ୍ତୁ ଲୋକେ ଅନୁସୂଚିତ ଜନଜାତି କରିବା ଲାଗି ଭୋଟର ଦାବି କରିଥିଲେ। ଏ ନେଇ ବିଡ଼ିଓଙ୍କୁ ମଧ୍ୟ ଜଣାଇଥିଲେ ମଧ୍ୟ କିଛି ପରିବର୍ତ୍ତନ ହେଇ ନ ଥିଲା। ଯେହେତୁ ୱାର୍ଡରେ ଆଦିବାସୀଙ୍କ ସଂଖ୍ୟା ଅଧିକ ତେଣୁ ସେମାନେ ପ୍ରଶାସନକୁ ଜଣାଇଥିଲେ । ଆଜି ଏ ନେଇ ଗୋଟିଏ ବି ଭୋଟର ଭୋଟ ଦେଇ ନାହାନ୍ତି। ସେହିପରି ଜୋନ୍‌ ୨ ମଇଦଲପୁର ପଞ୍ଚାୟତ ବୋରିପଦର ୱାର୍ଡ ୩ର ଭୋଟର ମୌଳିକ ସୁବିଧାରୁ ବଞ୍ଚିତ କରାଯାଇଥିବାରୁ ଭୋଟ ବର୍ଜନ କରିଛନ୍ତି । ୧୯୪ ଭୋଟର ଭୋଟ ବର୍ଜନ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri