ନନ୍ଦନକାନନରେ ପଶିଲେ ଦୁଇଟି ଜଙ୍ଗଲୀ ହାତୀ,ପର୍ଯ୍ୟଟକଙ୍କୁ ପ୍ରବେଶ ମନା

ବାରଙ୍ଗ,୯।୩(ଡି.ଏନ୍‌.ଏ.): ନନ୍ଦନକାନନରେ ପଶିଲେ ଦୁଇ ଜଙ୍ଗଲୀ ହାତୀ । ଜିରାଫ ଘୁଆଡ ପଛ ପାଖରେ ଏହି ଦୁଇ ହାତୀ ଥିବା ସନ୍ଦେହ କରାଯାଉଛି । ଏଥିପାଇଁ ପର୍ଯ୍ୟଟକଙ୍କୁ ନନ୍ଦନକାନନରେ ପ୍ରବେଶ ପାଇଁ ବାରଣ କରାଯାଇଛି ।
ସୂଚନାନୁଯାୟୀ, ଦୁଇଟି ଜଙ୍ଗଲୀ ହାତୀ ମଙ୍ଗଳବାର ରାତିରେ ନନ୍ଦନକାନନ ଭିତରେ ପଶିଛନ୍ତି । ଯାହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ପକ୍ଷରୁ ଏଭଳି ନିଷ୍ପତ୍ତି ନେଇଛନ୍ତି। ସେନେଇ ଆଜି ସକାଳ ଠାରୁ ନନ୍ଦନକାନନ ଭିତରକୁ ପର୍ଯ୍ୟଟକଙ୍କୁ ପ୍ରବେଶ ଉପରେ କଟକଣା ଲଗାଇଛନ୍ତି । କୌଣସି ଲୋକଙ୍କୁ ନନ୍ଦନକାନନ ଭିତରକୁ ଛଡାଯାଉନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଔପଦା ଡାକ୍ତରଖାନା ପରିସରରେ ଆଣ୍ଠୁଏ ପାଣି

ଔପଦା, ୧୯।୭(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଓପଦା ଡାକ୍ତରଖାନା ପରିସରରୁ ଡ୍ରେନ ନିର୍ମାଣ କାମ ଠିକ୍‌ ଭାବେ ହୋଇ ନ ଥିବାରୁ ସାମାନ୍ୟ ବର୍ଷା ହେଲେ...

ପୁରୀ ଥଇଥାନ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୯(ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ପାଇଁ ସ୍ବତନ୍ତ୍ର ଥଇଥାନ ପ୍ୟାକେଜ୍‌ ସୋମବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାସଗୃହ ଅଧିଗ୍ରହଣ ପାଇଁ ସ୍ବତନ୍ତ୍ର ଥଇଥାନ...

୧୫ ସୁଦ୍ଧା ପିକ୍‌ ନେଇପାରେ କରୋନା

ଭୁବନେଶ୍ୱର,୧୦।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ବେଳେ ଜାନୁୟାରୀ ୧୫ ସୁଦ୍ଧା କରୋନା ପିକ୍‌ ନେଇପାରେ ବୋଲି ସୋମବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।...

ପୂର୍ବ ଭାରତ ବିକାଶର ରୋଡ୍‌ ମ୍ୟାପ୍‌ରେ ଓଡ଼ିଶା:  ମୋଦି ସରକାରଙ୍କ ଦ୍ୱିତୀୟଥର ପ୍ରଥମବର୍ଷର ସଫଳତା ବଖାଣିଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୪।୬- କେନ୍ଦ୍ରରେ ମୋଦି ସରକାରଙ୍କର ଦ୍ୱିତୀୟ ପାଳିର ପ୍ରଥମବର୍ଷ ପୂରଣ ହୋଇଛି। ଗୋଟିଏ ବର୍ଷରେ କେନ୍ଦ୍ରୀୟସ୍ତରରେ ହୋଇଥିବା ନିଷ୍ପତ୍ତି ଭାରତ ଇତିହାସର କେବେବି ସମ୍ଭବ...

ହାଇଡ୍ରୋ ପାୱାର ପ୍ରୋଜେକ୍ଟକୁ ଗ୍ରାମବାସୀଙ୍କ କଡ଼ା ବିରୋଧ

ପଟ୍ଟାଙ୍ଗି,୧୦ା୨(ଡି.ଏନ.ଏ.):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଉଭୟ ଆନ୍ଧ୍ର ଓ ଓଡ଼ିଶା ମଧ୍ୟରେ ଦୀର୍ଘ ବର୍ଷ ଧରି ବିବାଦ ଲାଗିରହିଥିବା ବେଳେ...

ବିସ୍ଥାପିତଙ୍କ ପାଇଁ ନିର୍ମିତ ବାସଗୃହର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ହାଟଡିହୀ,୧୫ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନାଞ୍ଚଳଟି ହସ୍ତୀ ଅଭୟାରଣ୍ୟ ଘୋଷିତ ହେବା ପରେ ୧୯୬୦ ମସିହାରେ ହଦଗଡ଼ ଡ୍ୟାମ ନିିର୍ମାଣ ପାଇଁ...

ନିଶା କାରବାର ରୋକିବାରେ ପଛରେ ପଡ଼ିଛି ଅବକାରୀ ବିଭାଗ

ନବରଙ୍ଗପୁର,୨୬।୬(ବି.ପ୍ର.): ନବରଙ୍ଗପୁର ଜିଲା ଗଞ୍ଜେଇ ଚୋରା ଚାଲାଣର କରିଡର୍‌ ସାଜିଛି। ଅବକାରୀ ବିଭାଗ ଚେଇଁ ଶୋଇଥିବା ବେଳେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଧରିବାରେ ସଫଳ ହେଉଛି।...

ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜିଲାପାଳ, ଏସ୍‌ପିଙ୍କ ପରିଦର୍ଶନ

ବାଲେଶ୍ୱର ଅଫିସ, ୩୧।୧୦-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟର ପ୍ରଶାସନିକ ବ୍ୟବସ୍ଥା ଓ ରୋଗୀଙ୍କ ଚିକିତ୍ସା କିପରି ଭାବେ ଚାଲିଛି ତାହାର ତଦାରଖ କରିବା ପାଇଁ ଗୁରୁବାର...

Advertisement
Archives

Model This Week