Posted inଜାତୀୟ

୨ ଖବରଦାତାଙ୍କୁ ମିଳିଲା ଜାମିନ

ଅଗରତାଲା, ୧୫।୧୧: ତ୍ରିପୁରା ସାମ୍ପ୍ରଦାୟିକ ହିଂସା ସମ୍ପର୍କିତ ଉତ୍ତେଜନା ସୃଷ୍ଟିକାରୀ ଖବର ସୋସିଆଲ ମିଡିଆରେ ଛାଡ଼ିବା ଅଭିଯୋଗରେ ଗିରଫ ୨ ମହିଳା ଖବରଦାତାଙ୍କୁ ସୋମବାର ତ୍ରିପୁରାର ଏକ ଅଦାଲତ ଜାମିନ ପ୍ରଦାନ କରିଛନ୍ତି। ଏଚ୍‌.ଡବ୍ଲ୍ୟୁ ନ୍ୟୁଜ୍‌ ନେଟଓ୍ବର୍କ ପାଇଁ କାର୍ଯ୍ୟ କରୁଥିବା ଖବରଦାତା ସମୃଦ୍ଧି କେ. ସକୁନିଆ ଏବଂ ସ୍ବର୍ଣ୍ଣ ଝା ତ୍ରିପୁରା ହିଂସା ଖବର ସଂଗ୍ରହ ପାଇଁ ଆସିଥିଲେ। ରବିବାର ସେମାନଙ୍କୁ ଆସାମର କରିମଗଞ୍ଜ ଅନ୍ତର୍ଗତ ନିଲମ ବଜାରରୁ ପୋଲିସ ଗିରଫ କରିଥିଲା। ସେମାନେ ଧର୍ମ ଆଧାରରେ ଉତ୍ତେଜନା ସୃଷ୍ଟିକାରବାର୍ତ୍ତା ପୋଷ୍ଟ କରିଥିବା ଅଭିଯୋଗରେ ବିଶ୍ୱ ହିନ୍ଦୁ ପରିଷଦ ସମର୍ଥକ ତାଙ୍କ ବିରୋଧରେ ଏତଲା ଦାଏର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସହିତ ଲଢ଼େଇ କରିବା ଲାଗି ଭାରତୀୟଙ୍କ ଶରୀରରେ ରହିଛି ବିରଳ ଆର୍‌ଏନ୍‌ଏ: ସର୍ଭେ

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ହାହାକାର ସୃଷ୍ଟି ହୋଇଛି। ଏଥି ପାଇଁ ଔଷଧ ପ୍ରସ୍ତୁତି ପାଇଁ ପୃଥିବୀର ବିକାଶିତ ରାଷ୍ଟ୍ରର ବୈଜ୍ଞାନିକମାନେ ଦିନରାତି...

‘ଡୋର୍‌ ଟୁ ଡୋର୍‌’ ଟିକାକରଣ ସମ୍ଭବ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୯: କୋଭିଡ ଟିକାକରଣର ‘ଡୋର୍‌ ଟୁ ଡୋର୍‌’ ମାମଲା ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ଦେଶରେ ଟିକାକରଣ...

ଲାଲଚୌକରେ ପୁଣି ହେବ ଇତିହାସର ପୁନରାବୃତ୍ତି! ଅଗଷ୍ଟ ୧୫ ପୂର୍ବରୁ ତ୍ରିରଙ୍ଗା ରଙ୍ଗରେ ହେଲା ସଜେଇ

ଶ୍ରୀନଗର,୭।୮: ସ୍ବାଧୀନତା ଦିବସ ପୂର୍ବରୁ ଶ୍ରୀନଗରର ଲାଲ୍‌ଚୌକ ତ୍ରିରଙ୍ଗା ରଙ୍ଗରେ ସଜେଇ ହୋଇଛି। ଏହି ସ୍ଥାନରେ ତ୍ରିରଙ୍ଗା ଉଡିବାକୁ ନେଇ ଦୀର୍ଘଦିନରୁ ବିବାଦ ଦେଖାଦେଉଥିଲା। ହେଲେ...

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ଗାନ୍ଧୀଙ୍କ ପରଲୋକ

ନୂଆଦିଲ୍ଲୀ,୧୭।୩: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଦିଲୀପ ଗାନ୍ଧୀଙ୍କ ଦେହାନ୍ତ ହୋଇଛି। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଦିଲୀପ ଗାନ୍ଧୀଙ୍କ କରୋନା ଯୋଗୁ...

ମନ୍ତ୍ରୀଙ୍କ ମାସ୍କ ଦେଖି କିଛି ସମୟ ଅଟକିଗଲେ ଲୋକେ

ଭୋପାଳ,୧୧।୮: ମଧ୍ୟପ୍ରଦେଶର ଗୃହମନ୍ତ୍ରୀ ନରୋତ୍ତମ ମିଶ୍ରଙ୍କୁ ଏକ ନୂଆ ରୂପରେ ଦେଖିବାକୁ ମିଳିଛି। ଆଉ ଯିଏ ତାଙ୍କର ଏହି ରୂପ ଦେଖିଛି ସେ କିଛି ସମୟ...

୨ ପିଲା: ଅଧିକ ସୁବିଧା

ଲକ୍ଷ୍ନୌ, ୧୧।୭: ବିଶ୍ୱ ଜନସଂଖ୍ୟା ଦିବସର ଅବ୍ୟବହିତ ପୂର୍ବରୁ ଭାରତର ସବୁଠୁ ଜନବହୁଳ ରାଜ୍ୟ ଉତ୍ତରପ୍ରଦେଶ(ୟୁପି) ଜନସଂଖ୍ୟା ନିୟନ୍ତ୍ରଣ ଆଇନର ଚିଠା ବିଲ୍‌ ଆଣିଛି। ଉକ୍ତ...

ଟିକା ରପ୍ତାନିକାରୀରୁ ଆମଦାନିକାରୀ ହେଲା ଭାରତ

ନୂଆଦିଲ୍ଲୀ, ୧୭।୪: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଭୟଙ୍କର ଭାବେ ବଢ଼ିଚାଲିଛି। ଏପରିସ୍ଥଳେ ଦେଶରେ କୋଭିଡ୍‌ ଟିକାର ଅଭାବ ଦେଖାଦେଇଛି। ବିଭିନ୍ନ ଦେଶକୁ କୋଭିଡ୍‌...

କୃଷ୍ଣସାର ଶିକାର ମାମଲା: ସଲମାନ ଆଶ୍ୱସ୍ତ

ନୂଆଦିଲ୍ଲୀ, ୧୧।୨: କୃଷ୍ଣସାର ଶିକାର ମାମଲାରେ ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ବିରୋଧରେ ରାଜସ୍ଥାନ ସରକାରଙ୍କ ପକ୍ଷରୁ ଦାୟର ହୋଇଥିବା ଯାଚିକାକୁ ଗୁରୁବାର ଜୋଧପୁର ଜିଲା...

Advertisement
Archives

Model This Week