ମଧ୍ୟାହ୍ନଭୋଜନ ଚାଉଳ ନେଇ ଯାଉଥିବା ଟ୍ରକ୍‌ ଓଲଟି ୨ ଶ୍ରମିକଙ୍କ ଜୀବନ ଗଲା

କୋଡ଼ିଙ୍ଗା/ନବରଙ୍ଗପୁର,୨୧ା୨: ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ କୋଡ଼ିଙ୍ଗା-ଦୁରାଗାଁ ରାସ୍ତା ଡଙ୍ଗାପଖନା ନିକଟରେ ରବିବାର ଏକ ଚାଉଳ ବୋଝେଇ ଟ୍ରକ୍‌ ଓଲଟି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନବରଙ୍ଗପୁର ବ୍ଲକ ଟିର୍ଲିଆମ୍ବଗୁଡ଼ା ଗ୍ରାମର ନବ ହରିଜନ(୪୦) ଏବଂ ସରାଦୁ ଭତରା(୩୫)। ସୂଚନା ଅନୁଯାୟୀ, ନବରଙ୍ଗପୁରରୁ ଏକ ମିନି ଟ୍ରକ୍‌(ଓଡି୧୦ ଏମ୍‌ ୭୧୦୮) ମଧ୍ୟାହ୍ନଭୋଜନ ଚାଉଳ ନେଇ କୋଷାଗୁମୁଡ଼ା ବ୍ଲକ୍‌କୁ ଯାଉଥିଲା। ଗାଡ଼ିରେ ୧୮୦ ବସ୍ତା ଚାଉଳ ବୋଝେଇ ହୋଇଥିବା ବେଳେ ଡଙ୍ଗାପଖନା ନିକଟରେ ଭାରସାମ୍ୟ ହରାଇ ଟ୍ରକ୍‌ଟି ଓଲଟି ପଡ଼ିଥିଲା। ଟ୍ରକ୍‌ରେ ଥିବା ୨ ଶ୍ରମିକ ନବ ଏବଂ ସରାଧୁଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ କୋଡ଼ିଙ୍ଗା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri