Posted inଭଦ୍ରକ

ଦୁଇ ଶ୍ରମିକ ପୋଡ଼ି ଗୁରୁତର ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳଙ୍କୁ ଭେଟିଲା ଶ୍ରମିକ ସଂଘ

ଭଦ୍ରକ ଅଫିସ,୧୩ା୪: ଭଦ୍ରକ ରାନ୍ଦିଆ ଫେକର କମ୍ପାନୀରେ ଦୁଇ ଶ୍ରମିକ ପୋଡ଼ି ଗୁରୁତର ଘଟଣାରେ ତଦନ୍ତ କରି ଅବହେଳା କରିଥିବା ଅଫିସରମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମିକ ସଂଘ ଗୁରୁବାର ଜିଲାପାଳଙ୍କୁ ଭେଟି ଅଭିଯୋଗ ଜଣାଇଛି। ଏହି ଘଟଣାରେ ପୋଲିସ ଅଟକ ରଖିଥିବା ୩ ଜଣ ଶ୍ରମିକଙ୍କୁ ଛାଡ଼ିବା ସହ ସେମାନଙ୍କ ଉପରୁ ମାମଲା ପ୍ରତ୍ୟାହାର କରିବାକୁ ଶ୍ରମିକ ସଂଘ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri