Posted inଜାତୀୟ

ଜନ୍ମଦିନରେ ଗରମ ସାମ୍ବରରେ ପଡ଼ି ପ୍ରାଣ ହରାଇଲେ

ହାଇଦ୍ରାବାଦ୍‌,୧୫।୨: ଆନ୍ଧ୍ରପ୍ରଦେଶରେ ଗତ ରବିବାର ଏକ ଦୁଃଖଦ ଘଟଣା ଘଟିଛି। ଗରମ ସାମ୍ବର ରଖାଯାଇଥିବା ପାତ୍ରରେ ପଡ଼ି ପ୍ରାଣ ହରାଇଛନ୍ତି ଦୁଇ ବର୍ଷୀୟା ଝିଅ। ଏଭଳି ଘଟଣା ଆନ୍ଧ୍ର ପ୍ରଦେଶର କ୍ରିଷ୍ଣା ଜିଲାର କାଲାଗାରା ଗାଁରେ ଘଟିଛି। ଶିଶୁକନ୍ୟାଙ୍କୁ ହସ୍ପିଟାଲ ନିଆଯାଇଥିଲା ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।

ପୋଲିସ କହିବା ଅନୁଯାୟୀ, ଶିବା ଓ ଭାନୁମତଙ୍କ ଝିଅ ତେଜସ୍ବୀ ତାଙ୍କ ଜନ୍ମଦିନ ପାଇଁ ଘର ବାହାରେ ଖେଳୁଥିଲେ। ସେବେବେଳେ ତାଙ୍କ ବାପା ମା’ ଅତିଥିଙ୍କୁ ଖାଦ୍ୟ ଦେବାକୁ ଯାଇଥିଲେ। ତେଜସ୍ବୀ କିଚେନ ଯାଇ ଏକ ଚେୟାର ଉପରେ ଚଢ଼ିଥିଲେ। କିନ୍ତୁ ଗରମ ସାମ୍ବର ରଖାଯାଇଥିବା ପାତ୍ରରେ ପଡ଼ିଯାଇଥିଲେ। ଶିଶୁକନ୍ୟାର ଚିତ୍କାର ଶୁଣିବା ପରେ ବାପା ମା’ ସ୍ଥାନୀୟ ହସ୍ପିଟାଲ ନେଇଥିଲେ।

ପୋଲିସ ଏବେ ଦୁର୍ଘଟଣା ଜନିତ ମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନର ମଝି ସିଟ୍‌ରେ ବସି ଯାତ୍ରା କରିବା ମନା

ନୂଆଦିଲ୍ଲୀ,୧।୬: ଏଥର ବିମାନର ମଝି ସିଟ୍‌ରେ ବସି ଯାତ୍ରା କରିବାକୁ ବାରଣ କରାଯାଇଛି। ସୋମବାର ଡିଜିସିଏ ପକ୍ଷରୁ ଏନେଇ ଘୋଷଣା କରାଯାଇଛି। ବିଭିନ୍ନ ଏୟାର ଲାଇନ୍ସ...

ଭାଜପା ସଭାରେ ମୁଥା ମରାମରି

କୋଲକାତା,୨୨।୧୦: ଫାଟ ଦେଖାଦେଇଛି ଭାଜପାର ପଶ୍ଚିମବଙ୍ଗ ୟୁନିଟ୍‌ରେ। ପଶ୍ଚିମ ବର୍ଦ୍ଧମାନର କାଟଓ୍ବାରେ ଶୁକ୍ରବାର ଆୟୋଜିତ ଦଳର ସାଙ୍ଗଠନିକ ବୈଠକରେ ହାତହାତି ହୋଇଛନ୍ତି ଦୁଇ ଗୋଷ୍ଠି। ତାହା...

କ୍ୟାନ୍‌ସର ଚିହ୍ନଟ କରିବ ହୀରା..

କ୍ୟାନ୍‌ସର ରୋଗୀଙ୍କ ମୃତ୍ୟୁ ମୁଖ୍ୟତଃ ବିଳମ୍ବରେ ରୋଗ ଚିହ୍ନଟ କାରଣରୁ ହୋଇଥାଏ। ହେଲେ ଏବେ ପ୍ରାରମ୍ଭିକ ଅବସ୍ଥାରେ କ୍ୟାନ୍‌ସରର ଚିହ୍ନଟ ସମ୍ଭବ, ଆଉ ଏହି ଚିହ୍ନଟ...

ସିଏଏକୁ ବିରୋଧ କରି କବର ସ୍ଥାନରେ କଲେ ପ୍ରାର୍ଥନା

ପ୍ରୟାଗରାଜ,୨୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଉତ୍ତର ପ୍ରଦେଶର କଂଗ୍ରେସ ନେତା ଭିନ୍ନ ଢଙ୍ଗରେ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ ନେତା...

ଅଓ୍ବନ୍ତୀପୁରାରେ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୮।୧୦: ଜମ୍ମୁ-କଶ୍ମୀର ଅଓ୍ବନ୍ତୀପୁରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଅଓ୍ବନ୍ତୀପୁରା ସହର...

ଏହି କାରଣ ଲାଗି ୧୫ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କଲେ ୯୪ ବର୍ଷୀୟା ବୃଦ୍ଧା

ଗୁରୁଗ୍ରାମ, ୮।୯: ହରିୟାଣାର ଗୁରୁଗ୍ରାମରେ ଜଣେ ୯୪ ବର୍ଷୀୟା ବୃଦ୍ଧା ୧୫ ମହଲା ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ...

ଅଲିମ୍ପିକ୍ସ ଟର୍ଚ୍ଚ ରାଲିରେ ଗଲଓ୍ବାନ ସୈନ୍ୟ ସାମିଲ ହେବାରୁ ବଡ଼ ନିଷ୍ପତ୍ତି ନେଲା ଭାରତ

ନୂଆଦିଲ୍ଲୀ,୩।୨: ୨୦୨୦ ଜୁନରେ ଗଲଓ୍ବାନ ଘାଟିରେ ଭାରତୀୟ ସେନା ସହ ଲଢ଼େଇ କରିଥିବା ଜଣେ ଚାଇନିଜ ସୈନିକଙ୍କୁ ଓ୍ବିଣ୍ଟର ଅଲିମ୍ପିକ୍ସ ଭଳି କ୍ରୀଡ଼ା ମହାକୁମ୍ବର ଟର୍ଚ୍ଚ...

୫ ରାଜ୍ୟରେ ବିଧାନସଭା ନିର୍ବାଚନ: ଫେବୃୟାରୀରେ ହୋଇପାରେ ତାରିଖ ଘୋଷଣା !

ନୂଆଦିଲ୍ଲୀ,୧୦।୧: ଆଗକୁ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ ନିର୍ବାଚନ ଆୟୋଗ ଫେବୃୟାରୀରେ ତାରିଖ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି। ୧୫ ଜାନୁୟାରୀରେ...

Advertisement
Archives

Model This Week