ଗାଜା ଯୁଦ୍ଧକୁ ୨ ବର୍ଷ, ଶାନ୍ତି ଉଦ୍ୟମ ଜାରି

କାଏରୋ,୭ା୧୦(ଏ.ପି./ରଏଟର୍ସ): ୨୦୨୩ ଅକ୍ଟୋବର ୭ରେ ଗାଜାର ସଶସ୍ତ୍ର ଶାସକ ହମାସ୍‌ ଇସ୍ରାଏଲ୍‌ ଉପରେ ଅତର୍କିତ ଆକ୍ରମଣ କରିଥିଲା। ଏଥିରେ ୧,୨୦୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ହମାସ୍‌ ୨୫୧ ଜଣଙ୍କୁ ପଣବନ୍ଦୀ କରିନେଇଥିଲା। ଏହାର ଜବାବରେ ଇସ୍ରାଏଲ୍‌ ଗାଜା ଷ୍ଟ୍ରିପ୍‌ ଉପରେ ଆକ୍ରମଣ କରିଥିଲା, ଯାହାକି ଅଦ୍ୟାବଧି ଜାରି ରହିଛି। ଯୁଦ୍ଧକୁ ମଙ୍ଗଳବାର ୨ ବର୍ଷ ପୂରୁଥିବାବେଳେ ଆମେରିକା, କାତାର ଓ ଇଜିପ୍ଟ ମଧ୍ୟସ୍ଥତାରେ ଶାନ୍ତି ପ୍ରତିଷ୍ଠା ଉଦ୍ୟମ ଚାଲିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ୨୦-ସୂତ୍ରୀ ଶାନ୍ତି ଯୋଜନାକୁ ବାସ୍ତବ ରୂପ ଦେବା ପାଇଁ ଇସ୍ରାଏଲୀ ଅଧିକାରୀମାନେ ଇଜିପ୍ଟରର ଶାର୍ମ ଏଲ୍‌-ଶେଖ୍‌ସ୍ଥିତ ରେଡ୍‌ ସି ରିସର୍ଟରେ ଏକାଠି ହୋଇଛନ୍ତି। ଇସ୍ରାଏଲ୍‌ ପକ୍ଷରୁ ପ୍ରତିନିଧି ଦଳର ନେତୃତ୍ୱ ରୋନ୍‌ ଡେରମର ନେଉଛନ୍ତି। ହମାସ୍‌ର ଡେଲିଗେଶନ୍‌କୁ ଖଲିଲ ଅଲ୍‌-ହୟାହ ଲିଡ୍‌ କରୁଛନ୍ତି। ଆମେରିକାର ମଧ୍ୟପ୍ରାଚ୍ୟ ପ୍ରତିନିଧି ଷ୍ଟିଭ୍‌ ଓ୍ବିଟ୍‌କୋଫ୍‌ ଏବଂ ରାଷ୍ଟ୍ରପତି ଟ୍ରମ୍ପ୍‌ଙ୍କ ଜ୍ୱାଇଁ ଜରେଡ୍‌ କୁଶନେର ମଧ୍ୟ ଏହି ରିସର୍ଟରେ ପହଞ୍ଚତ୍ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri