Posted inଫୁରସତ

‘ଓ ଆଥେ ଆ …’ ଗୀତରେ ଧମାକାଦାର ଡ୍ୟାନ୍ସ କରି ସୋସିଆଲ ମିଡିଆର ପାରା ବଢାଇଲେ ଦୁଇ ଯୁବତୀ: ଦେଖନ୍ତୁ ଭିଡିଓ

ସୋସିଆଲ ମିଡିଆରେ ଆଜିକାଲି ଏକ ଡ୍ୟାନ୍ସ ଭିଡିଓ ଭାଇରାଲ ହେବାରେ ଲାଗିଛି।ଲୋକମାନେ ଏହି ଭିଡିଓରେ ଦୁଇ ଯୁବତୀ ବଲିଉଡ ଗୀତ ‘ଓ ଆଥେ ଆ …’ ରେ ଧମାକାଦାର ଡ୍ୟାନ୍ସ କରୁଥିବାର ନଜର ଆସିଛନ୍ତି। ବିଶେଷ କଥା ହେଉଛି ଯୁବତୀଙ୍କ ଅଙ୍ଗଭଙ୍ଗୀ ଦେଖି ଲୋକମାନେ ଏହି ଭିଡିଓକୁ ବହୁତ ପସନ୍ଦ କରିଛନ୍ତି।
ଭାଇରାଲ ହେଉଥିବା ଏହି ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ଦୁଇ ଯୁବତୀ ଗୋଲାପୀ ରଙ୍ଗର ଶାଢି ପିନ୍ଧି ସଲମାନ ଖଶନ ଏବଂ କ୍ୟାଟ୍ରିନା କୈଫ୍‌ଙ୍କ ଗୀତ ‘ହେ ଆଥେ ଆ …’ ରେ ନାଚୁଛନ୍ତି। ତାଙ୍କର ଅଙ୍ଗଭଙ୍ଗୀ ଲୋକଙ୍କ ହୃଦୟ ଜିତୁଛି। ଏହି ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ @Suman Modi ନାମକ ଜଣେ ୟୁଜର୍ସ ଶେୟାର କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ଲକ୍ଷରୁ ଅଧିକ ଲୋକ ଏହି ଭିଡିଓ ଦେଖିଛନ୍ତି। ଏଥି ସହିତ, ଲୋକମାନେ ମଧ୍ୟ ଏହା ଉପରେ ନିଜର ମତାମତ ଦେଉଛନ୍ତି।

 

View this post on Instagram

 

A post shared by Suman Modi (@sumanmodi_)

 


Enter your email to get our daily news in your inbox.

All Right Reserved By Dharitri.Com

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri