ପ୍ରେମିକାଙ୍କୁ iphone ଦେବା ପାଇଁ କରୁଥିଲେ ଏମିତି କାମ, ପୋଲିସ ହାବୁଡ଼ରେ ପଡ଼ିଗଲେ…

ଏମ୍‌ଭି୭୯(ଭିକି ବାରିକ )୧୫।୧୧: ଗାର୍ଲଫ୍ରେଣ୍ଡଙ୍କୁ Birthdayରେ ଆଇଫୋନ ଗିଫ୍ଟ ଦେବା ପାଇଁ ଟଙ୍କା ଜୋଗାଡ଼ କରିବା ପାଇଁ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଯୁବକ ମାଲକାନଗିରି MV-୭୯ ଥାନା ପୋଲିସଙ୍କ ହାତରେ ଧରା ପଡ଼ିଛନ୍ତି।

ମିଳିଥିବା ସୂଚନା ମୁତାବକ, ପେଟ୍ରୋଲିଂ ସମୟରେ MV-୭୯ ପୋଲିସ ଟିମ୍‌ ଲାଛିପେଟା ଛକ ନିକଟରେ ସନ୍ଦେହଜନକ ଭାବେ ଏକ ସ୍କୁଟିକୁ ଯାଞ୍ଚ କରିଥିଲେ। ସେତିକିବେଳେ ସ୍କୁଟିରୁ ୨୨ କିଲୋ ଗଞ୍ଜେଇ ମିଳିଥିଲା।

ତଦନ୍ତ ବେଳେ ଗଞ୍ଜେଇକୁ ଅନ୍ୟ ଅଞ୍ଚଳକୁ ନେଇ ଉଚ୍ଚ ମୂଲ୍ୟରେ ବିକି ଟଙ୍କା ଯୋଗାଡ଼ କରିବାୁ ସୂଚନା ମିଳିଛି। ଧରାପଡ଼ିଥିବା ଯୁବକ ଦ୍ୱୟ ହେଲେ ଟି. ତ୍ରିନାଥ କୁମାର, ବି. ୟୁଚାରଣ ଆଦିତ୍ୟ। ଉଭୟେ ତେଲେଙ୍ଗାନାର ଖମ୍ମମ ଜିଲାର ବାସିନ୍ଦା ବୋଲି ପୋଲିସ ସୂତ୍ରରୁ ସୂଚନା ମିଳିଛି।

ଜବତ ଗଞ୍ଜେଇର ବଜାର ମୂଲ୍ୟ ପ୍ରାୟ ୧ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି। ଏପରିକି ପୋଲିସ ଗଞ୍ଜେଇ ଚାଲାଣରେ ବ୍ୟବହୃତ ସ୍କୁଟିକୁ ଜବତ କରଇଛି। ତେବେ ଦୁଇ ଯୁବକ ଗାର୍ଲଫ୍ରେଣ୍ଡଙ୍କୁ ଜନ୍ମଦିନରେ ଆଇଫୋନ ଗିଫ୍ଟ ଦେବା ପାଇଁ ଟଙ୍କା ଜୋଗାଡ଼ ପାଇଁ ଗଞ୍ଜେଇ ଚାଲାଣ କରୁଥିବା ଥାନା iic ଚନ୍ଦ୍ରକାନ୍ତ ତାଣ୍ଡି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ

ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri