ଗଛରେ ବାଇକ୍‌ ପିଟି ୨ ଯୁବକ ଗୁରୁତର ଘଟଣା: ଆଖିବୁଜିଲେ ଜଣେ 

ଦାରିଙ୍ଗବାଡି,୨।୩(ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡ଼ି ଥାନା ଦେଇ ଯାଇଥିବା ସିମନବାଡ଼ିର ୫୯ନଂ ଜାତୀୟ ରାଜପଥର ବୁଲାଣିରେ ଏକ ବିରାଟକାୟ ଗଛକୁ ବାଇକ ଧକ୍କା ଦେଇ ୨ ଜଣ ଗୁରୁତର ହୋଇଥିଲେ।  ତେବେ ଗୁରୁତର ଯୁବକ ଟାଏସନ ପ୍ରଧାନଙ୍କ ବ୍ରହ୍ମପୁର ବଡ଼ ମେଡିକାଲରେ ମୃତ୍ୟୁ ଘଟିଥିବା ଜଣାପଡିଛି। ଅନ୍ୟ ଜଣେ ଯୁବକ ତଜରବାଡ଼ି ଗ୍ରାମର କିଲିଆନ ପ୍ରଧାନ ଏବେ ମଧ୍ୟ ଚିକିତ୍ସାଧୀନ ଅଛନ୍ତ।
ପ୍ରକାଶ ଯେ ଶନିବାର କୌଣସି କାର୍ଯ୍ୟରେ ଦୁହେଁ ଦାରିଙ୍ଗବାଡି ଯାଇ ସେଠାରୁ ଫେରିବା ସମୟରେ ରାଜପଥର ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ବାଇକଟି ଏକ ବିରାଟକାୟ ଗଛରେ ପିଟି ହୋଇଯାଇଥିଲା। ବାଇକଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଥିବା ବେଳେ ଟାଏସନଙ୍କ ମୁଣ୍ଡ ସମେତ ଶରୀରରେ ଅନେକ ଗଭୀର ଆଘାତ ଲାଗିଥିଲା। ପ୍ରତ୍ୟେକଦର୍ଶୀଙ୍କ କହିବା ଅନୁସାରେ ଜଣେ ଯୁବକ କିଲିଆନ ବାଇକ ଚଳାଉଥିବା ବେଳେ ଟାଏସନ  ପଛରେ ବସିଥିଲେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଟାଏସନ ବାଇକରୁ ଛିଟିକି ପଡିଥିଲେ ଓ ଆଘାତ ଲାଗିଥିଲା। ପୋଲିସ ଘଟଣାର ଅଧିକ ତଦନ୍ତ କରୁଥିବା ଆଇଆଇସି କନକ ମାଝୀ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?