ଘରେ କେହି ନଥିବାର ସୁଯୋଗ ନେଇ ନାବାଳିକାଙ୍କ ସହ ଏମିତି କଲେ ୨ ଯୁବକ, ଗପ୍ତାଙ୍ଗକୁ …

ପାତ୍ରପୁର,୨୪।୧୧(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଅନ୍ତର୍ଗତ ଜରଡ଼ା ଗ୍ରାମର ଜଣେ ୧୭ ବର୍ଷୀୟ ଯୁବତୀକୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରି ଗୁପ୍ତାଙ୍ଗକୁ କ୍ଷତ ବିକ୍ଷତ କରିଥିବା ଭଳି ଲୋମ ହର୍ଷଣକାରୀ ଘଟଣା ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି କରିଛି। ଗତ ୨୧ ତାରିଖ ରାତି ୧୧ଟା ସମୟରେ ପାତ୍ରପୁରର ଜଣେ ଯୁବକ କେ ବେଲପଡ଼ା ଗ୍ରାମର ଜଣେ ଯୁବକଙ୍କ ସହାୟତାରେ ଯୁବତୀଙ୍କ ଘରକୁ ଯାଇଥିଲେ। ଯୁବତୀଙ୍କ ଘରେ କେହି ନ ଥିବାର ସୁଯୋଗ ନେଇ ପାତ୍ରପୁରର ଯୁବକ ଜଣକ ପ୍ରଚୁର ମଦ୍ୟପାନ କରି ନିଜ ହିତାହିତ ଜ୍ଞାନ ଭୁଲି ଯୁବତୀଙ୍କର ଗପ୍ତାଙ୍ଗକୁ କାମୁଡି କ୍ଷତ ବିକ୍ଷତ କରିଥିଲେ । ଯାହା ବର୍ଣ୍ଣନା କରିବା ଅସମ୍ଭବ। କୌଣସି କାରଣରୁ ଖବରପାଇ ଯୁବତୀଙ୍କ ଭାଇ ପହଞ୍ଚିବାରୁ ଯୁବକ ଜଣକ ଛାଡ଼ି ପଳାଇଥିଲା। ଯୁବତୀଙ୍କ ମା’ ଥାନାରେ ଲିଖିତ ଅଭିଯୋଗ କରିବା ପରେ ଘଟଣାସ୍ଥଳରେ ଜରଡ଼ା ଥାନା ପୋଲିସ ପହଞ୍ଚି ଗୁରୁତର ଆହତ ଯୁବତୀଙ୍କୁ ଚିକିତ୍ସା ନିମନ୍ତେ ଏମକେସିଜି ପଠାଇଥିବା ବେଳେ ୨ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣା ପ୍ରେମ ବ୍ୟାପାରକୁ ନେଇ ଘଟିଥିବା ସନ୍ଦେହ କରାଯାଉଥିବା ବେଳେ ୨ ଯୁବକଙ୍କୁ ପୋସ୍କୋ ଆକ୍ଟ ଲାଗିବା ସହ କେସ ନଂ ୩୯୨/୨୫ରେ ମାମଲା ରୁଜୁ ହୋଇଛି। ଏହି ଘଟଣା ଜରଡାରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଥିବା ବେଳେ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri