୧ରୁ ତ୍ୟାଗଭୂମି ମହୋତ୍ସବ

ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ନେହେରୁ ଷ୍ଟାଡିୟମରେ ଜାନୁଆରୀ ୧ରୁ ୯ ଦିନ ବ୍ୟାପୀ ତ୍ୟାଗଭୂମି ମହୋତ୍ସବ ଅନୁଷ୍ଠିତ ହେବ। ଏ ନେଇ ଭଦ୍ରକ ସହର ଭାଗବତ କଲ୍ୟାଣ ମଣ୍ଡପରେ ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡାଙ୍କ ପୌରୋହିତ୍ୟରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଘାଟନୀ ଦିବସରେ ଶହୀଦ ପୀଠ ଇରମ ଓ ଲୁଣିଆରୁ ଆସୁଥିବା ମଶାଲ ଶୋଭାଯାତ୍ରା ସହର ପରିକ୍ରମା କରିବା, ଜିଲାରୁ ବୟୋଜ୍ୟେଷ୍ଠ ବୁଦ୍ଧିଜୀବୀଙ୍କୁ ମହୋତ୍ସବରେ ସାମିଲ କରାଇବା ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା। ତ୍ୟାଗଭୂମି ସମ୍ମେଳନର ସଭାପତି ଅଜୟ ନାୟକ, ସାଂସ୍କୃତିକ ସମ୍ପାଦକ ବସନ୍ତ କୁମାର ମହାନ୍ତି ପ୍ରମୁଖ ଯୋଗଦେଇ ମତାମତ ରଖିଥିଲେ। ସଦସ୍ୟ ରୂପକ ବିହାରୀ ରାୟ ପରିଚାଳନା କରିଥିବା ବେଳେ ତ୍ୟାଗଭୂମି ସମ୍ମେଳନର ସମ୍ପାଦକ ଗଦାଧର ବଳ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri