Posted inଖେଳ

ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏହି ଯୁବତୀ ଜଣଙ୍କ କିଏ? ଟୋକିଓ ଅଲିମ୍ପିକ୍ସରେ…

ଜାପାନର ରାଜଧାନୀ ଟୋକିଓରେ ଅଲିମ୍ପିକ ଖେଳର ଆୟୋଜନ କରାଯାଛି। ଖେଳର ଏହି ମହାକୁମ୍ଭରେ କିଛି ମହିଳା ନିଜର ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ଥିବା ବେଳେ କିଛଇ ନିଜର ସୁନ୍ଦରତାକୁ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛନ୍ତି। ଏଭଳି ଜଣେ ଯୁବତୀ ତଜୁୟୁଙ୍କ ଭିଡିଓ ବେଶ ଭାଇରାଲ ହେଉଛି। ତାଙ୍କୁ ଅଲିମ୍ପିକ୍‌ ସହ ଯୋଡ଼ା ଯାଉଛି। ଏପରିକି ତାଙ୍କୁ ଚାଇନା, ତାଇଓ୍ବାନ ବ୍ୟତିତ କୋରିଆର ତୀରନ୍ଦାଜ ଟିମ୍‌ର ବୋଲି କୁହାଯାଉଛି। ଆସନ୍ତୁ ଜାଣିବା ବାସ୍ତବରେ ସେ କିଏ…

ତଜୁୟୁଙ୍କ ଅଲିମ୍ପିକ୍‌ ସହ କୌଣସି ସମ୍ପର୍କ ନାହିଁ। ସେ ଜଣେ ସେଲିବ୍ରିଟି ହୋଇଥିବା ବେଳେ ଆଇଡଲ୍‌ ଷ୍ଟାର ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଭାଗ ନେଇଥିଲେ। ପ୍ରତିବର୍ଷ ସେ ଏହି ପ୍ରତିଯୋଗିତାରେ ଭାଗ ନେଉଥିବା ବେଳେ ପ୍ରଶଂସକ ତାଙ୍କ ସୁନ୍ଦରତା ଏବଂ କୌଶଳ ଦେଖି ଚକିତ ହୋଇଥାନ୍ତି। ତେବେ ଭାଇରାଲ ଭିଡିଓଟି ୨୦୧୯ର। ସେ ତାଇଓ୍ବାନର ଜଣେ ଗାୟକ। ଏହାକୁ ନେଇ ତାଙ୍କର ପ୍ରଶଂସକ ମଧ୍ୟ ଚାରିଆଡେ ଅଛନ୍ତି। ଗାଇବା ବ୍ୟତିତ ସେ ଭଲ ତୀରନ୍ଦାଜ କରିଥାନ୍ତି। ଏହାର ଅନେକ ଭିଡିଓ ରହିଛି। ପ୍ରଶଂସକମାନେ ମଧ୍ୟ ଅଲିମ୍ପିକରେ ସେ ଭାଗ ନିଅନ୍ତୁ ବୋଲି ଚାହୁଁଥିବା ପ୍ରକାଶ କରିଛନ୍ତି। ଆଶା କରାଯାଉଛି ମହାମାରୀ ନିୟନ୍ତ୍ରଣକୁ ଆସିଲେ ତଜୁୟୁ ପୂର୍ବବତ ପ୍ରତିଯୋଗିତାରେ ଭାଗ ନେଇ ଆକ୍ସନ ମୋଡକୁ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ରାଜପାଲ ଯାଦବଙ୍କୁ ସହାୟତାର ହାତ ବଢ଼ାଇଲେ ସଲମାନ ଓ ଅଜୟ, ଗୁରୁବାର ଜାମିନ ଶୁଣାଣି

ମୁମ୍ବାଇ,୧୧।୨: ବିଷଣ ଆର୍ଥିକ ସଂକଟରେ ଫସିଥିବା ରାଜପାଲ ଯାଦବଙ୍କୁ ସହଯୋଗ ପାଇଁ ଆଗେଇ ଆସିଛି ବଲିଉଡ। ଚେକ୍-ବାଉନ୍ସ ମାମଲାରେ ୬ ମାସର ଜେଲ ଦଣ୍ଡାଦେଶ ପରେ ଗତ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri