କେୟର୍ନ ମାମଲା ଉପରେ ୟୁଏସ୍‌ କୋର୍ଟଙ୍କ ରୋକ୍‌

ନୂଆଦିଲ୍ଲୀ,୨୭।୯: କେୟର୍ନ ଏନର୍ଜି ମାମଲା ଉପରେ ନ୍ୟୁୟର୍କର ଏକ କୋର୍ଟ ରୋକ୍‌ ଲଗାଇବା ଲାଗି ନିର୍ଦ୍ଦେଶନାମା ଜାରି କରିଛନ୍ତି। ମାମଲାର ସମାଧାନ ଲାଗି କମ୍ପାନୀ ଭାରତ ସରକାରଙ୍କ ସହ ଆଲୋଚନା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ୧୮ ନଭେମ୍ବର ଯାଏ ଉକ୍ତ ମାମଲାରେ ରୋକ୍‌ ଲଗାଇବା ପାଇଁ କୋର୍ଟ ସ୍ପଷ୍ଟ କରିଛନ୍ତି। ମଧ୍ୟସ୍ଥତା ଅଦାଲତ ଭାରତ ସରକାରଙ୍କ ବିରୋଧରେ ଶୁଣାଣି କରିଥିଲେ। ଭାରତ ସରକାରଙ୍କ ନିକଟରୁ ପ୍ରାୟ ୧.୨ ବିଲିୟନ ଡଲାର(୧୦,୨୪୭ କୋଟି)ର ଅର୍ଥ ଅସୁଲ କରିବା ଉପରେ ଏହି ମାମଲା ପର୍ଯ୍ୟବସିତ ଥିଲା। ନ୍ୟୁୟର୍କର ଜିଲା କୋର୍ଟ ଅଦାଲତଙ୍କ ଏଭଳି ନିର୍ଦ୍ଦେଶ ପରେ ମାମଲାର ସମାଧାନ ହେବା ନେଇ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri